ଏଜ୍ରା 2:34 - ପବିତ୍ର ବାଇବଲ34 ଯିରୀହୋ ସହରରୁ 345 ଜଣ। Gade chapit laପବିତ୍ର ବାଇବଲ (Re-edited) - (BSI)34 ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ। Gade chapit laଓଡିଆ ବାଇବେଲ34 ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ। Gade chapit la |
ସେହି ନେତାମାନେ ବନ୍ଦୀମାନଙ୍କୁ ସାହାଯ୍ୟ କରିବା ପାଇଁ ନିଜକୁ ପ୍ରସ୍ତୁତ କଲେ। ସେହି ଗ୍ଭରିଜଣ ବ୍ୟକ୍ତି ଇସ୍ରାଏଲୀୟ ସୈନ୍ୟଦଳ ଲୁଟି ନେଇଥିବା ବସ୍ତୁସବୁ ପୁନରୁଦ୍ଧାର କଲେ ଓ ନଗ୍ନଥିବା ଲୋକମାନଙ୍କୁ ବସ୍ତ୍ର ନେଇ ଦେଲେ। ସେହି ନେତାମାନେ ସେହି ଲୋକମାନଙ୍କୁ ଜୋତା ମଧ୍ୟ ଦେଲେ। ସେମାନେ ଯିହୁଦାର ବନ୍ଦୀମାନଙ୍କୁ କିଛି ଖାଦ୍ୟ ଓ ପାନୀୟ ଦେଲେ। ସେମାନେ ସେହି ଲୋକମାନଙ୍କ ଶରୀରରେ ତେଲ ମାଲିସ୍ କଲେ। ଏହା ପରେ ଇଫ୍ରୟିମର ସେହି ନେତାମାନେ ଦୁର୍ବଳ ବନ୍ଦୀମାନଙ୍କୁ ଗଧ ଉପରେ ବସାଇଲେ ଓ ଯିରୀହୋରେ ଥିବା ସେମାନଙ୍କ ଗୃହ ଓ ପରିବାରକୁ ସେମାନଙ୍କୁ ନେଇଗଲେ। ଯିରୀହୋକୁ ‘ଖର୍ଜ୍ଜୁରୀବୃକ୍ଷର ନଗର’ ବୋଲି କୁହାଯାଉ ଥିଲା। ଏହା ପରେ ସେହି ଗ୍ଭରିଜଣ ନେତା ଶମରିୟାକୁ ଫେରିଗଲେ।