Biblia Todo Logo
Bib sou entènèt

- Piblisite -




ଏଜ୍ରା 2:40 - ପବିତ୍ର ବାଇବଲ

40 ଲେବୀୟ ପରିବାରବର୍ଗରୁ ହୋଦବିୟର ପରିବାର ମଧ୍ୟରୁ ଯେଶୂୟ ଓ କ‌‌‌‌‌ଦ୍‌‌‌‌‌ମୀୟେଲର ବଂଶଧର 74 ଜଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ଲେବୀୟମାନଙ୍କ ସଖ୍ୟା; ହୋଦବୀୟର ସନ୍ତାନମାନଙ୍କ ମଧ୍ୟରୁ ଯେଶୂୟ ଓ କଦ୍ମୀୟେଲର ସନ୍ତାନ ଚଉସ୍ତରି ଜଣ।

Gade chapit la Kopi

ଓଡିଆ ବାଇବେଲ

40 ଲେବୀୟମାନଙ୍କ ସଂଖ୍ୟା; ହୋଦବୀୟର ସନ୍ତାନମାନଙ୍କ ମଧ୍ୟରୁ ଯେଶୂୟ ଓ କଦ୍‍ମୀୟେଲର ସନ୍ତାନ ଚଉସ୍ତରି ଜଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଲେବୀୟମାନଙ୍କ ସଂଖ୍ୟା; ହୋଦବୀୟର ସନ୍ତାନମାନଙ୍କ ମଧ୍ୟରୁ ଯେଶୂୟ ଓ କଦ୍‍ମୀୟେଲର ସନ୍ତାନ ଚଉସ୍ତରି ଜଣ।

Gade chapit la Kopi




ଏଜ୍ରା 2:40
6 Referans Kwoze  

ସେତେବେଳେ ଯୋଶୂୟ, ତାହାର ପୁତ୍ର ଓ ଭାତୃଗଣ, କ‌‌‌‌‌ଦ୍‌‌‌‌‌ମୀୟେଲ ଓ ତା'ର ପୁତ୍ରଗଣ ଯିହୁଦାର ପୁତ୍ରଗଣ ପରମେଶ୍ୱରଙ୍କ ମନ୍ଦିରରେ କର୍ମକାରୀମାନଙ୍କ ତତ୍ତ୍ୱାବଧାରଣରେ ଭାରପ୍ରାପ୍ତ ହେବା ପାଇଁ ଏକତ୍ର ଠିଆ ହେଲେ। ହେନାଦଦର ପୁତ୍ରଗଣ ସେମାନଙ୍କର ପୁତ୍ର ଓ ଭାତୃଗଣ ଏ ସମସ୍ତେ ଲେବୀୟ ଥିଲେ।


କ‌‌‌‌‌ଦ୍‌‌‌‌‌ମୀୟେଲଙ୍କ ଦ୍ୱାରା ହେଦବାର ମାଧ୍ୟମରେ ଯେଶୂୟ ପରିବାରବର୍ଗରୁ ଆସିଥିବା ଲେବୀୟମାନଙ୍କର ସଂଖ୍ୟା 74 ଜଣ।


ହାରୀମର ବଂଶଧର 1,017 ଜଣ।


ଗାୟକମାନଙ୍କ ସଂଖ୍ୟା: ଆସଫର ବଂଶଧର 128 ଜଣ।


ଏହା ପରେ ଚତୁର୍ଥ ଦିନ ସେହି ରୂପା ଓ ସୁନାପାତ୍ର ସକଳ ଆମ୍ଭମାନଙ୍କ ପରମେଶ୍ୱରଙ୍କ ମନ୍ଦିରରେ ତୌଲାଯାଇ ଊରିୟ ଯାଜକର ପୁତ୍ର ମରେମୋତ୍ ହସ୍ତରେ ଦିଆଗଲା। ତାହା ସଙ୍ଗେ ପୀନହ‌ସ୍‌ର ପୁତ୍ର ଏଲିୟାସର ଥିଲା। ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍ ଓ ବିନ୍ନୂୟିର ପୁତ୍ର ନୋୟଦିୟ ଏହି ଲେବୀୟମାନେ ଥିଲେ।


ଲେବୀୟମାନେ ଯଥା: ଯେଶୂୟ, ବିନ୍ନୁୟି, କ‌‌‌‌‌ଦ୍‌‌‌‌‌ମୀୟେଲ, ଶେରେବିୟ, ଯିହୁଦା ଓ ମତ୍ତନିୟ। ଏହି ମତ୍ତନିୟ ଓ ତାହାର ଭାତୃଗଣ ପ୍ରଶଂସାର୍ଥକ ଗୀତର ମୁଖ୍ୟ ଥିଲେ।


Swiv nou:

Piblisite


Piblisite