Biblia Todo Logo
Bib sou entènèt

- Piblisite -




ଏଜ୍ରା 2:42 - ପବିତ୍ର ବାଇବଲ

42 ମନ୍ଦିର ଦ୍ୱାରପାଳମାନଙ୍କ ବଂଶଧରମାନଙ୍କ ସଂଖ୍ୟା, ଶଲ୍ଲୁମର ବଂଶଧରଗଣ, ଆଟର ବଂଶଧରଗଣ, ଟଲମୋନ ବଂଶଧରଗଣ, ଆ‌କ୍‌କବ ବଂଶଧରଗଣ, ହଟୀଟା ବଂଶଧରଗଣ ଓ ଶୋବୟର ବଂଶଧରଗଣ ସର୍ବମୋଟ 139 ଜଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ଦ୍ଵାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମର ସନ୍ତାନ, ଆଟରର ସନ୍ତାନ, ଟଲମୋନର ସନ୍ତାନ, ଆକ୍କବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ।

Gade chapit la Kopi

ଓଡିଆ ବାଇବେଲ

42 ଦ୍ୱାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମ୍‍ର ସନ୍ତାନ, ଆଟେରର ସନ୍ତାନ, ଟଲ୍‍ମୋନର ସନ୍ତାନ, ଅକ୍‍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ଦ୍ୱାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମ୍‍ର ସନ୍ତାନ, ଆଟେରର ସନ୍ତାନ, ଟଲ୍‍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ।

Gade chapit la Kopi




ଏଜ୍ରା 2:42
7 Referans Kwoze  

ଏହିମାନେ ହେଲେ ଦ୍ୱାରପାଳଗଣ: ଶଲ୍ଲୁମର ବଂଶଧରମାନେ, ଆଟର, ଟ‌‌‌‌ଲ୍‌‌‌‌‌‌‌ମୋନ, ଅ‌କ୍‌କୂବ, ହଟୀଟା ଓ ଶୋବୟ 138 ଜଣ।


ଯିରୁଶାଲମରେ ଏହି ଦ୍ୱାରପାଳମାନେ ବାସ କରୁଥିଲେ: ଶଲ୍ଲୁମ, ଅ‌କ୍‌କୂବ୍, ଟଲମୋନ୍, ଅହୀମାନ ଓ ସେମାନଙ୍କର ଆତ୍ମୀୟବର୍ଗ। ଶଲ୍ଲୁମ୍ ସେମାନଙ୍କର ମୁଖ୍ୟ ଥିଲେ।


ତେଣୁ ଏହି କୁଷ୍ଠୀମାନେ ଆସି ନଗରର ଦ୍ୱାରୀକୁ ଡାକିଲେ। ସେମାନଙ୍କୁ ଜଣାଇ କହିଲେ, “ଆମ୍ଭେମାନେ ଅରାମୀୟ ଛାଉଣିକୁ ଯାଇଥିଲୁ ଏବଂ ସେଠାରେ କାହାକୁ ପାଇଲୁ ନାହିଁ। ଆମ୍ଭେ କୌଣସି ବ୍ୟକ୍ତି ବିଷୟରେ ଶୁଣିଲୁ ନାହିଁ। କୌଣସି ମଣିଷ ନ ଥିଲେ, କାହାରି ଶବ୍ଦ ଶୁଣିଲୁ ନାହିଁ। ଅଶ୍ୱ ଗର୍ଦ୍ଦଭ ସେଠାରେ ବନ୍ଧା ହୋଇ ରହିଛନ୍ତି ଓ ତମ୍ବୁଗୁଡ଼ିକ ସେହିପରି ଅଛି।”


ଗାୟକମାନଙ୍କ ସଂଖ୍ୟା: ଆସଫର ବଂଶଧର 128 ଜଣ।


ମନ୍ଦିରର ବିଶେଷ ଦାସମାନଙ୍କ ବଂଶଧରମାନେ ହେଲେ: ସୀହ, ହସୂଫା, ଟବ୍ବୟୋତ।


ଦାଉଦ ଯେଉଁ ସମସ୍ତ ବସ୍ତୁ ମନ୍ଦିର ନିମନ୍ତେ ସଂଗ୍ରହ କରିଥିଲେ, ଶଲୋମୀତ୍ ଓ ତାଙ୍କର ଆତ୍ମୀୟମାନେ ତାହାର ଦାୟିତ୍ୱରେ ଥିଲେ। ସେନାଧ୍ୟକ୍ଷମାନେ ମଧ୍ୟ ମନ୍ଦିର ନିମନ୍ତେ ସାମଗ୍ରୀମାନ ପ୍ରଦାନ କଲେ।


Swiv nou:

Piblisite


Piblisite