Biblia Todo Logo
Bib sou entènèt

- Piblisite -




ଏଜ୍ରା 2:6 - ପବିତ୍ର ବାଇବଲ

6 ଯେଶୂୟ ଓ ଯୋୟାବର ପରିବାର ମଧ୍ୟରୁ ପହତ୍ ମୋୟାବର ବଂଶଧର 2,812 ଜଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯେଶୂୟ ଓ ଯୋୟାବର ସନ୍ତାନମାନଙ୍କ ମଧ୍ୟରୁ ପହତ୍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ବାର ଜଣ।

Gade chapit la Kopi

ଓଡିଆ ବାଇବେଲ

6 ଯେଶୂୟ ଓ ଯୋୟାବର ସନ୍ତାନମାନଙ୍କ ମଧ୍ୟରୁ ପହତ୍‍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ବାର ଜଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେଶୂୟ ଓ ଯୋୟାବର ସନ୍ତାନମାନଙ୍କ ମଧ୍ୟରୁ ପହତ୍‍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ବାର ଜଣ।

Gade chapit la Kopi




ଏଜ୍ରା 2:6
6 Referans Kwoze  

ଯେଶୂୟ ଓ ଯୋୟାବର ପରିବାର ମଧ୍ୟରୁ ପହ‌ତ୍‌ମୋୟାବର ବଂଶଧର 2,818 ଜଣ।


ଆଉ ପହତ୍ ମୋୟାବର ବଂଶଧରଗଣ ମଧ୍ୟରୁ ଅଦନ, କଲାଲ୍, ବନାୟ, ମାସେୟ, ମତ୍ତିନିୟ, ବତ୍ସଲେଲ, ବନ୍ନୁୟୀ ଓ ମନଃଶି।


ଏଣୁ ସମଗ୍ର ସମାଜ ନିମନ୍ତେ ଆମ୍ଭମାନଙ୍କ ଅଧିପତିମାନେ ନିଯୁକ୍ତ ହୁଅନ୍ତୁ। ଯେଉଁ ଲୋକମାନେ ଅଣଇସ୍ରାଏଲୀୟ ସ୍ତ୍ରୀମାନଙ୍କୁ ବିବାହ କରିଛନ୍ତି, ସେମାନେ ସମସ୍ତେ ନିରୂପିତ ସମୟରେ ଆସନ୍ତୁ ଓ ସେମାନଙ୍କ ସଙ୍ଗେ ପ୍ରତ୍ୟେକ ନଗରର ପ୍ରାଚୀନଗଣ ଓ ବିଗ୍ଭରକର୍ତ୍ତାଗଣ ଆସନ୍ତୁ। ଆମ୍ଭ ପରମେଶ୍ୱରଙ୍କର କ୍ରୋଧ ଯେପର୍ଯ୍ୟନ୍ତ ଅତିକ୍ରମ ନ ହୋଇଛି ଏହି କାରଣ ଯୋଗୁଁ ଏହି ବିଷୟ ଗ୍ରହଣୀୟ ହେବ ନାହିଁ।”


ଯୋୟାବର ବଂଶଧରମାନଙ୍କ ମଧ୍ୟରୁ ଯିହିୟେଲର ପୁତ୍ର ଓବଦିୟ ଓ ତାହାଙ୍କ ସଙ୍ଗେ 218 ପୁରୁଷ।


ପହତ୍ ମୋୟାବର ବଂଶଧରମାନଙ୍କ ମଧ୍ୟରୁ ସରହିୟର ପୁତ୍ର ଇଲୀହୋ-ଐନୟ ଓ ତାହା ସଙ୍ଗେ 200 ପୁରୁଷ।


ଏଲମର ବଂଶଧର 1,254 ଜଣ।


Swiv nou:

Piblisite


Piblisite