Biblia Todo Logo
Bib sou entènèt

- Piblisite -




ଏଜ୍ରା 2:61 - ପବିତ୍ର ବାଇବଲ

61 ଯାଜକମାନଙ୍କ ବଂଶଧରମାନଙ୍କ ମଧ୍ୟରୁ ହବାୟ, ହକୋସ, ବର୍ସିଲ୍ଲୟ, ବର୍ସିଲ୍ଲୟ ଗିଲିୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମ ଅନୁସାରେ ଖ୍ୟାତି ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

61 ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ହବାୟର ସନ୍ତାନଗଣ, ହକୋସର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲିୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା।

Gade chapit la Kopi

ଓଡିଆ ବାଇବେଲ

61 ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍‍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

61 ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍‍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା।

Gade chapit la Kopi




ଏଜ୍ରା 2:61
7 Referans Kwoze  

ଯେତେବେଳେ ଦାଉଦ ମହନୟିମରେ ପହଞ୍ଚିଲେ, ସେ ସେଠାରେ ଶୋବି, ମାଖୀର ଏବଂ ବର୍ସିଲ୍ଲୟଙ୍କୁ ଭେଟିଲେ। ଶୋବି ରବ୍ବାରୁ ଅମ୍ମୋନୀୟ ନାହଶଙ୍କର ପୁତ୍ର ଥିଲେ। ମାଖୀର ଲୋ-ଦବାର ନିବାସୀ ଅମ୍ମୀୟେଲର ପୁତ୍ର ଥିଲେ। ବର୍ସିଲ୍ଲୟ ରୋଗଲୀମନିବାସୀ ଗିଲିୟଦୀୟ ଥିଲେ।


“ଗିଲିୟଦୀୟରୁ ବର୍ସିଲ୍ଲୟର ପୁତ୍ରମାନଙ୍କ ପ୍ରତି ଦୟା କର। ତୁମ୍ଭର ଖାଇବା ମେଜ ନିକଟରେ ସେମାନଙ୍କ ପାଇଁ ଜାଗା କର। କାରଣ ମୁଁ ତୁମ୍ଭ ଭ୍ରାତା ଅବଶାଲୋମଠାରୁ ପଳାୟନ କଲାବେଳେ ସେମାନେ ମୋତେ ସାହାଯ୍ୟ କରିଥିଲେ।


ଦଲାୟ, ଟୋବିୟ ଓ ନକୋଦର ବଂଶଧର 652 ଜଣ।


ସପ୍ତମ ଦଳ ଥିଲା ହ‌କ୍‌କୋସଙ୍କ ଦଳ। ଅଷ୍ଟମ ଦଳ ଥିଲା ଅବିୟାଙ୍କ ଦଳ।


ସେମାନଙ୍କ ପରେ ହ‌କ୍‌କୋସର ପୁତ୍ର ଊରିୟ, ଊରିୟର ପୁତ୍ର ମରେମୋତ୍ ତା'ପର ଅଂଶ ମରାମତି କଲା, ଏବଂ ସେମାନଙ୍କ ପରେ ମଶେଷବେଲର ପୁତ୍ର ବେରିଖିୟ ଓ ବେରିଖିୟର ପୁତ୍ର ମଶୁଲ୍ଲମ୍ ପରବର୍ତ୍ତୀ ଅଂଶ ମରାମତି କଲା। ଆଉ ସେମାନଙ୍କ ପରେ ବାନାର ପୁତ୍ର ସାଦୋକ୍ ପରବର୍ତ୍ତୀ ଅଂଶ ମରାମତି କଲା।


Swiv nou:

Piblisite


Piblisite