Biblia Todo Logo
Bib sou entènèt

- Piblisite -




ଏଜ୍ରା 3:1 - ପବିତ୍ର ବାଇବଲ

1 ଏହା ପରେ ସପ୍ତମ ମାସରେ ଇସ୍ରାଏଲ ସନ୍ତାନଗଣ ଯିରୁଶାଲମଠାରେ ଏକ ବ୍ୟକ୍ତି ତୁଲ୍ୟ ଏକତ୍ରିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆଉ, ସପ୍ତମ ମାସ ଉପସ୍ଥିତ ହେଲା, ପୁଣି ଇସ୍ରାଏଲ-ସନ୍ତାନଗଣ ସେହିସବୁ ନଗରରେ ଥିଲେ, ସେତେବେଳେ ଲୋକମାନେ ଏକ ବ୍ୟକ୍ତି ତୁଲ୍ୟ ଯିରୂଶାଲମରେ ଏକତ୍ରିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

1 ଆଉ, ସପ୍ତମ ମାସ ଉପସ୍ଥିତ ହେଲା, ପୁଣି ଇସ୍ରାଏଲ ସନ୍ତାନଗଣ ସେହିସବୁ ନଗରରେ ଥିଲେ, ସେତେବେଳେ ଲୋକମାନେ ଏକ ବ୍ୟକ୍ତି ତୁଲ୍ୟ ଏକ ମନ ହୋଇ ଯିରୂଶାଲମରେ ଏକତ୍ରିତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆଉ, ସପ୍ତମ ମାସ ଉପସ୍ଥିତ ହେଲା, ପୁଣି ଇସ୍ରାଏଲ-ସନ୍ତାନଗଣ ସେହି ସବୁ ନଗରରେ ଥିଲେ, ସେତେବେଳେ ଲୋକମାନେ ଏକ ବ୍ୟକ୍ତି ତୁଲ୍ୟ ଏକ ମନ ହୋଇ ଯିରୂଶାଲମରେ ଏକତ୍ରିତ ହେଲେ।

Gade chapit la Kopi




ଏଜ୍ରା 3:1
16 Referans Kwoze  

ହେ ଭାଇ ଓ ଭଉଣୀମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ନିବେଦନ କରେ ଯେ, ତୁମ୍ଭେମାନେ ପରସ୍ପର ସହିତ ଏକମତ ହୁଅ। ଏହା ଦ୍ୱାରା ତୁମ୍ଭମାନଙ୍କ ଭିତରେ କୌଣସି ବିଭାଜନ ହେବ ନାହିଁ। ତୁମ୍ଭମାନଙ୍କର ଚିନ୍ତାଧାରା ଓ ଲକ୍ଷ୍ୟ ସମାନ ହେବା ଦ୍ୱାରା ତୁମ୍ଭେମାନେ ସମ୍ପୂର୍ଣ୍ଣ ସଂଯୁକ୍ତ ହୁଅ।


ବିଶ୍ୱାସୀମାନଙ୍କର ଏକ ମନ, ଏକ ଆତ୍ମା ଥିଲା। ସେମାନଙ୍କ ମଧ୍ୟରୁ କେହି କୌଣସି ଜିନିଷକୁ ନିଜର ବୋଲି କହୁ ନ ଥିଲେ। ସେମାନଙ୍କ ପାଖରେ ଯାହା ଥିଲା, ସେଥିରେ ସମସ୍ତେ ଭାଗୀଦାର ଥିଲେ।


“ଇସ୍ରାଏଲର ସନ୍ତାନଗଣଙ୍କୁ ତୁମ୍ଭେ କୁହ, ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହାବିଶ୍ରାମ, ତୂରୀଧ୍ୱନି ଦ୍ୱାରା ସ୍ମରଣାର୍ଥକ ପବିତ୍ର ସଭା ହେବ।


ପ୍ରତିଦିନ ସେମାନେ ଏକାଠି ହୋଇ ଉପାସନା ମନ୍ଦିରରେ ପରସ୍ପରକୁ ଭେଟୁଥିଲେ। ସେ ସମସ୍ତଙ୍କର ଲକ୍ଷ୍ୟ ଏକ ଥିଲା। ସେମାନେ ସେମାନଙ୍କ ଘରେ ଏକତ୍ର ଖାଉଥିଲେ, ଏବଂ ଆନନ୍ଦପୂର୍ଣ୍ଣ ହୃଦୟରେ ପରସ୍ପରକୁ ଏଥିର ଅଂଶୀ କରାଉଥିଲେ।


ତା'ପରେ ଆମ୍ଭେ ଅନ୍ୟ ଦେଶର ଲୋକମାନଙ୍କୁ ଏପରି ପରିବର୍ତ୍ତନ କରିବା ଯେ ସେମାନେ ସ୍ପଷ୍ଟ ଭାବରେ ସଦାପ୍ରଭୁଙ୍କର ନାମ ଉଚ୍ଚାରଣ କରିବେ। ସେମାନେ ସମସ୍ତେ ଏକତ୍ରିତ ହୋଇ ଆମ୍ଭକୁ ଉପାସନା କରିବେ।


ସେମାନେ ମୋଶାଙ୍କର ବ୍ୟବସ୍ଥା ପୁସ୍ତକ ପଢ଼ିଲେ ଏବଂ ତାଙ୍କର ନିର୍ଦ୍ଦେଶ ସବୁ ପାଇଲେ। ସଦାପ୍ରଭୁ ମୋଶାଙ୍କ ମାଧ୍ୟମରେ ତାଙ୍କର ନିର୍ଦ୍ଦେଶ ଜଣାଇଥିଲେ। ବର୍ଷର ସପ୍ତମ ମାସରେ ଇସ୍ରାଏଲୀୟ ବାସୀମାନେ କ୍ଷଣସ୍ଥାୟୀ କୁଟୀରପର୍ବ ପାଳନ କରିବା ଉଚିତ୍।


ଏହା ପରେ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ, ଗାୟକମାନେ ଓ ମନ୍ଦିରର ସେବକମାନେ ଓ ସମଗ୍ର ଇସ୍ରାଏଲୀୟ ନିଜ ନିଜ ନଗରରେ ବାସ କଲେ। ଏଣୁ ସପ୍ତମ ମାସରେ ସମସ୍ତ ଇସ୍ରାଏଲୀୟମାନେ ନିଜ ନିଜ ନଗରରେ ଥିଲେ।


ଏଣୁ ଇସ୍ରାଏଲର ସମସ୍ତ ଲୋକ ଏକତ୍ରିତ ହେଲେ। ସେମାନେ ସମସ୍ତେ ମି‌ସ୍‌ପୀରେ ସଦାପ୍ରଭୁଙ୍କଠାରେ ଏକତ୍ରିତ ହେଲେ। ଇସ୍ରାଏଲୀୟମାନେ ଦା‌ନ୍‌ଠାରୁ ‌ବେ‌ର୍‌ଶେବା ପର୍ଯ୍ୟନ୍ତ ଓ ଗିଲିୟଦଠାରୁ ମଧ୍ୟ ଆସିଲେ।


“ତୁମ୍ଭମାନଙ୍କ ପାଇଁ ଏହା ଚିରନ୍ତନ ବିଧି ହେବ। ସପ୍ତମ ମାସର ଦଶମ ଦିନରେ ତୁମ୍ଭେମାନେ କିଛି ଖାଦ୍ୟ ଖାଇବା ଉଚିତ୍ ନୁହେଁ। ତୁମ୍ଭମାନଙ୍କ ମଧ୍ୟରେ ସ୍ୱଦେଶୀୟ ହେଉ ବା ବିଦେଶୀୟ ହେଉ ତୁମ୍ଭେମାନେ କୌଣସି ପ୍ରକାର କାମ କରିବା ଉଚିତ୍ ନୁହେଁ।


ତେଣୁ ସମସ୍ତ ଲୋକମାନେ ଜଳଦ୍ୱାର ନିକଟରେ ଥିବା ଛକରେ ଏକ ମନରେ ଏକତ୍ରିତ ହେଲେ। ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଲିପିକାରଙ୍କୁ କହିଲେ।


“ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ସମ୍ମୁଖରେ ବର୍ଷକେ ତିନିଥର ତୁମ୍ଭର ପୁରୁଷ ସସସ୍ତେ ନିସ୍ତାରପର୍ବ ଓ ସପ୍ତାହ ସମୂହର ପର୍ବ ସମୟରେ ଓ କୁଟୀର ପର୍ବ ସମୟରେ ମାତ୍ର ସେମାନେ ତୁଚ୍ଛା ହାତରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ଉଚିତ୍ ନୁହଁ।


ଅନ୍ୟ ଲୋକ ସମସ୍ତେ ମିସିକି 20,000 ସ୍ୱର୍ଣ୍ଣମୁଦ୍ରା ଓ 2,000 ରୂପାମୁଦ୍ରା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ।


Swiv nou:

Piblisite


Piblisite