ଏଜ୍ରା 3:5 - ପବିତ୍ର ବାଇବଲ5 ଏହା ପରେ ସେମାନେ ନିତ୍ୟ ହୋମବଳି, ଅମାବାସ୍ୟାରେ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଏବଂ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଏଥି ଉତ୍ତାରେ ସେମାନେ ନିତ୍ୟ ହୋମବଳି, ଆଉ ଅମାବାସ୍ୟାର ଓ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ଵେଚ୍ଛାଦତ୍ତ-ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କରିବାକୁ ଲାଗିଲେ। Gade chapit laଓଡିଆ ବାଇବେଲ5 ଏଥିଉତ୍ତାରେ ସେମାନେ ନିତ୍ୟ ହୋମବଳି, ଆଉ ଅମାବାସ୍ୟାର ଓ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କରିବାକୁ ଲାଗିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ସେମାନେ ନିତ୍ୟ ହୋମବଳି, ଆଉ ଅମାବାସ୍ୟାର ଓ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କରିବାକୁ ଲାଗିଲେ। Gade chapit la |
ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଲୋକମାନେ ମୁକ୍ତ ଭାବରେ ଯେଉଁ ନୈବେଦ୍ୟ ଦେଉଥିଲେ, କୋରି ତାହାର ଦାୟିତ୍ୱରେ ଥିଲେ। ସଦପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ, ସଂଗୃହୀତ ଦାନଗୁଡ଼ିକୁ ବିତରଣ କରିବା ଦାୟିତ୍ୱ ତାଙ୍କର ଥିଲା। ଆଉ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ହୋଇଥିବା ଉପହାରଗୁଡ଼ିକୁ ବିତରଣ କରିବାର ଦାୟିତ୍ୱ ମଧ୍ୟ ତାଙ୍କର ଥିଲା। କୋରି ପୂର୍ବଦିଗରେ ଥିବା ଦ୍ୱାରର ଦ୍ୱାରପାଳ ଥିଲେ। ତାଙ୍କ ପିତାଙ୍କର ନାମ ଥିଲା ଲେବୀୟ ଯିମ୍ନା।