ଏଜ୍ରା 4:15 - ପବିତ୍ର ବାଇବଲ15 ଆପଣଙ୍କ ପିତୃପୁରୁଷଗଣର ଇତିହାସ ପୁସ୍ତକ ଅନୁସନ୍ଧାନ କରାଯାଉ। ତେବେ ସେହି ଇତିହାସ ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ ଏହି ନଗର ବିଦ୍ରୋହୀନଗର, ଆଉ ରାଜଗଣ ଓ ପ୍ରଦେଶ ସମୂହ ପ୍ରତି ଅନିଷ୍ଟ କରିଛନ୍ତି, ପୁଣି ସେମାନେ ପୂର୍ବକାଳରେ ତହିଁ ମଧ୍ୟରେ ଗଣ୍ତଗୋଳ ମତାଇ ଅଛନ୍ତି। ସେଥିପାଇଁ ଏହି ନଗର ଧ୍ୱଂସ ହୋଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)15 ଆପଣଙ୍କ ପିତୃପୁରୁଷଗଣର ଇତିହାସ-ପୁସ୍ତକ ଅନୁସନ୍ଧାନ କରାଯାଉ; ତେବେ ସେହି ଇତିହାସ-ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ, ଏହି ନଗର ବିଦ୍ରୋହୀ ନଗର, ଆଉ ରାଜଗଣ ଓ ପ୍ରଦେଶସମୂହ ପ୍ରତି ଅନିଷ୍ଟକର, ପୁଣି ସେମାନେ ପୂର୍ବ କାଳରେ ତହିଁ ମଧ୍ୟରେ ଗଣ୍ତଗୋଳ ଘଟାଇଅଛନ୍ତି। ତହିଁ ସକାଶୁ ଏହି ନଗର ବିନଷ୍ଟ ହୋଇଅଛି। Gade chapit laଓଡିଆ ବାଇବେଲ15 ଆପଣଙ୍କ ପୂର୍ବପୁରୁଷଗଣର ଇତିହାସ ପୁସ୍ତକ ଅନୁସନ୍ଧାନ କରାଯାଉ; ତେବେ ସେହି ଇତିହାସ ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ, ଏହି ନଗର ବିଦ୍ରୋହୀ ନଗର, ଆଉ ରାଜାଗଣ ଓ ପ୍ରଦେଶସମୂହ ପ୍ରତି ଅନିଷ୍ଟକର, ପୁଣି ସେମାନେ ପୂର୍ବ କାଳରେ ତହିଁ ମଧ୍ୟରେ ଗଣ୍ଡଗୋଳ ଘଟାଇଅଛନ୍ତି। ତହିଁ ସକାଶୁ ଏହି ନଗର ବିନଷ୍ଟ ହୋଇଅଛି।’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆପଣଙ୍କ ପୂର୍ବପୁରୁଷଗଣର ଇତିହାସ-ପୁସ୍ତକ ଅନୁସନ୍ଧାନ କରାଯାଉ; ତେବେ ସେହି ଇତିହାସ ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ, ଏହି ନଗର ବିଦ୍ରୋହୀ ନଗର, ଆଉ ରାଜାଗଣ ଓ ପ୍ରଦେଶସମୂହ ପ୍ରତି ଅନିଷ୍ଟକର, ପୁଣି ସେମାନେ ପୂର୍ବକାଳରେ ତହିଁ ମଧ୍ୟରେ ଗଣ୍ଡଗୋଳ ଘଟାଇଅଛନ୍ତି। ତହିଁ ସକାଶୁ ଏହି ନଗର ବିନଷ୍ଟ ହୋଇଅଛି। Gade chapit la |