Biblia Todo Logo
Bib sou entènèt

- Piblisite -




ଏଜ୍ରା 4:16 - ପବିତ୍ର ବାଇବଲ

16 ଆମ୍ଭେମାନେ ମହାରାଜଙ୍କୁ ଜଣାଉଅଛୁ ଯେ, ଯଦି ଏହି ନଗର ନିର୍ମିତ ଓ ଏହି ପ୍ରାଚୀର ସମାପ୍ତ ହେଲେ, ତଦ୍ଦ୍ୱାରା ନଦୀ ସେପାରିରେ ଆପଣଙ୍କର କୌଣସି ଅଂଶ ରହିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆମ୍ଭେମାନେ ମହାରାଜଙ୍କୁ ଜଣାଉଅଛୁ ଯେ, ଏହି ନଗର ନିର୍ମିତ ଓ ଏହି ପ୍ରାଚୀର-କାର୍ଯ୍ୟ ସମାପ୍ତ ହେଲେ, ତଦ୍ଦ୍ଵାରା ନଦୀ ସେପାରିରେ ଆପଣଙ୍କର କୌଣସି ଅଂଶ ରହିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

16 ଆମ୍ଭେମାନେ ମହାରାଜଙ୍କୁ ଜଣାଉଅଛୁ ଯେ, ‘ଏହି ନଗର ନିର୍ମିତ ଓ ଏହି ପ୍ରାଚୀର-କାର୍ଯ୍ୟ ସମାପ୍ତ ହେଲେ, ତଦ୍ଦ୍ୱାରା ନଦୀ ସେପାରିରେ ଆପଣଙ୍କର କୌଣସି ଅଂଶ ରହିବ ନାହିଁ।’”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆମ୍ଭେମାନେ ମହାରାଜଙ୍କୁ ଜଣାଉଅଛୁ ଯେ, ଏହି ନଗର ନିର୍ମିତ ଓ ଏହି ପ୍ରାଚୀର କାର୍ଯ୍ୟ ସମାପ୍ତ ହେଲେ, ତଦ୍ଦ୍ୱାରା ନଦୀ ସେପାରିରେ ଆପଣଙ୍କର କୌଣସି ଅଂଶ ରହିବ ନାହିଁ।”

Gade chapit la Kopi




ଏଜ୍ରା 4:16
5 Referans Kwoze  

ମଧ୍ୟ ଯିରୁଶାଲମରେ ପରାକ୍ରାନ୍ତ ରାଜଗଣ ଥିଲେ। ସେମାନେ ନଦୀ ସେପାରିସ୍ଥ ତାବତ୍ ଦେଶରେ ରାଜତ୍ୱ କଲେ। ଆଉ ସେମାନଙ୍କୁ କର, ରାଜସ୍ୱ ଓ ମାଶୁଲ ଦିଆଗଲା।


ଶଲୋମନ ତି‌‌‌‌ପ୍‌‌‌‌ସହଠାରୁ ଘସା ପର୍ଯ୍ୟନ୍ତ ଫରାତ୍ ନଦୀର ପଶ୍ଚିମ ପାରିସ୍ଥିତ ସମସ୍ତ ଦେଶଗୁଡ଼ିକ ଉପରେ ଶାସନ କଲେ। ତାଙ୍କ ରାଜ୍ୟର ଚତୁର୍ଦ୍ଦିଗର ସୀମାରେ ଶାନ୍ତି ଥିଲା।


ସୋବାରର ରାଜା ରହୋବର ପୁତ୍ର, ହଦଦେଷର ଫରାତ୍ ନଦୀ ନିକଟରେ ନିଜର ରାଜ୍ୟ ପୁନର୍ବାର ହସ୍ତଗତ କରିବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ।


ଆପଣଙ୍କ ପିତୃପୁରୁଷଗଣର ଇତିହାସ ପୁସ୍ତକ ଅନୁସନ୍ଧାନ କରାଯାଉ। ତେବେ ସେହି ଇତିହାସ ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ ଏହି ନଗର ବିଦ୍ରୋହୀନଗର, ଆଉ ରାଜଗଣ ଓ ପ୍ରଦେଶ ସମୂହ ପ୍ରତି ଅନିଷ୍ଟ କରିଛନ୍ତି, ପୁଣି ସେମାନେ ପୂର୍ବକାଳରେ ତହିଁ ମଧ୍ୟରେ ଗଣ୍ତଗୋଳ ମତାଇ ଅଛନ୍ତି। ସେଥିପାଇଁ ଏହି ନଗର ଧ୍ୱଂସ ହୋଇଅଛି।


ଏଥିରେ ରାଜା ମନ୍ତ୍ରି ରହୂମର ଓ ଲେଖକ ଶି‌‌‌‌‌‌ମ୍‌‌‌‌‌‌ଶୟର ଓ ସେମାନଙ୍କ ଶମରିୟା ନିବାସୀ ଅନ୍ୟ ସଙ୍ଗୀମାନଙ୍କର ଆଉ ନଦୀ ସେପାରିସ୍ଥ ଦେଶୀୟ ଅନ୍ୟାନ୍ୟ ଲୋକଙ୍କର ନିକଟକୁ ଉତ୍ତର ପଠାଇଲା। ଯଥା, ତୁମ୍ଭମାନଙ୍କର ମଙ୍ଗଳ ହେଉ।


Swiv nou:

Piblisite


Piblisite