Biblia Todo Logo
Bib sou entènèt

- Piblisite -




ଏଜ୍ରା 4:18 - ପବିତ୍ର ବାଇବଲ

18 ତୁମ୍ଭେମାନେ ଆମ୍ଭମାନଙ୍କ ନିକଟକୁ ଯେଉଁ ପତ୍ର ପଠାଇ ଅଛ ତାହା ଆମ୍ଭ ସାକ୍ଷାତରେ ସ୍ପଷ୍ଟରୂପେ ପାଠ କରାଯାଇ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତୁମ୍ଭେମାନେ ଆମ୍ଭମାନଙ୍କ ନିକଟକୁ ଯେଉଁ ପତ୍ର ପଠାଇଅଛ, ତାହା ଆମ୍ଭ ସାକ୍ଷାତରେ ସ୍ପଷ୍ଟ ରୂପେ ପାଠ କରା ଯାଇଅଛି।

Gade chapit la Kopi

ଓଡିଆ ବାଇବେଲ

18 ତୁମ୍ଭେମାନେ ଆମ୍ଭମାନଙ୍କ ନିକଟକୁ ଯେଉଁ ପତ୍ର ପଠାଇଅଛ, ତାହା ଆମ୍ଭ ସାକ୍ଷାତରେ ସ୍ପଷ୍ଟ ରୂପେ ପାଠ କରା ଯାଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତୁମ୍ଭେମାନେ ଆମ୍ଭମାନଙ୍କ ନିକଟକୁ ଯେଉଁ ପତ୍ର ପଠାଇଅଛ, ତାହା ଆମ୍ଭ ସାକ୍ଷାତରେ ସ୍ପଷ୍ଟରୂପେ ପାଠ କରାଯାଇଅଛି।

Gade chapit la Kopi




ଏଜ୍ରା 4:18
3 Referans Kwoze  

ସେମାନେ ସ୍ପଷ୍ଟରୂପେ ପରମେଶ୍ୱରଙ୍କ ବ୍ୟବସ୍ଥା ପୁସ୍ତକରୁ ପାଠ କଲେ ଏବଂ ତହିଁର ଅର୍ଥ ବୁଝାଇ ଦେଲେ, ଯେଉଁଥିରେ ଲୋକମାନେ ବୁଝି ପାରିଲେ।


ଏଥିରେ ରାଜା ମନ୍ତ୍ରି ରହୂମର ଓ ଲେଖକ ଶି‌‌‌‌‌‌ମ୍‌‌‌‌‌‌ଶୟର ଓ ସେମାନଙ୍କ ଶମରିୟା ନିବାସୀ ଅନ୍ୟ ସଙ୍ଗୀମାନଙ୍କର ଆଉ ନଦୀ ସେପାରିସ୍ଥ ଦେଶୀୟ ଅନ୍ୟାନ୍ୟ ଲୋକଙ୍କର ନିକଟକୁ ଉତ୍ତର ପଠାଇଲା। ଯଥା, ତୁମ୍ଭମାନଙ୍କର ମଙ୍ଗଳ ହେଉ।


ପୁଣି ଆମ୍ଭ ଆଜ୍ଞାରେ ଅନୁସନ୍ଧାନ କରାଯା’ନ୍ତେ ଦେଖାଯାଇଅଛି ଯେ, ପୂର୍ବକାଳରେ ଏହି ନଗର ରାଜଗଣ ବିରୁଦ୍ଧରେ ବିଦ୍ରୋହ କରିଅଛି ଓ ତହିଁ ମଧ୍ୟରେ ରାଜଦ୍ରୋହ ଓ ଗଣ୍ତଗୋଳ କରାଯାଇଅଛି।


Swiv nou:

Piblisite


Piblisite