Biblia Todo Logo
Bib sou entènèt

- Piblisite -




ଏଜ୍ରା 4:19 - ପବିତ୍ର ବାଇବଲ

19 ପୁଣି ଆମ୍ଭ ଆଜ୍ଞାରେ ଅନୁସନ୍ଧାନ କରାଯା’ନ୍ତେ ଦେଖାଯାଇଅଛି ଯେ, ପୂର୍ବକାଳରେ ଏହି ନଗର ରାଜଗଣ ବିରୁଦ୍ଧରେ ବିଦ୍ରୋହ କରିଅଛି ଓ ତହିଁ ମଧ୍ୟରେ ରାଜଦ୍ରୋହ ଓ ଗଣ୍ତଗୋଳ କରାଯାଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି, ଆମ୍ଭ ଆଜ୍ଞାରେ ଅନୁସନ୍ଧାନ କରାଯାʼନ୍ତେ, ଦେଖା ଯାଇଅଛି ଯେ, ପୂର୍ବକାଳରେ ଏହି ନଗର ରାଜଗଣ ବିରୁଦ୍ଧରେ ଦ୍ରୋହ କରିଅଛି ଓ ତହିଁ ମଧ୍ୟରେ ରାଜଦ୍ରୋହ ଓ ଗଣ୍ତଗୋଳ କରା ଯାଇଅଛି।

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ଆମ୍ଭ ଆଜ୍ଞାରେ ଅନୁସନ୍ଧାନ କରାଯାଆନ୍ତେ, ଦେଖା ଯାଇଅଛି ଯେ, ପୂର୍ବକାଳରେ ଏହି ନଗର ରାଜାଗଣ ବିରୁଦ୍ଧରେ ଦ୍ରୋହ କରିଅଛି ଓ ତହିଁ ମଧ୍ୟରେ ରାଜଦ୍ରୋହ ଓ ଗଣ୍ଡଗୋଳ କରା ଯାଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ଆମ୍ଭ ଆଜ୍ଞାରେ ଅନୁସନ୍ଧାନ କରାଯାଆନ୍ତେ, ଦେଖାଯାଇଅଛି ଯେ, ପୂର୍ବକାଳରେ ଏହି ନଗର ରାଜାଗଣ ବିରୁଦ୍ଧରେ ଦ୍ରୋହ କରିଅଛି ଓ ତହିଁ ମଧ୍ୟରେ ରାଜଦ୍ରୋହ ଓ ଗଣ୍ଡଗୋଳ କରାଯାଇଅଛି।

Gade chapit la Kopi




ଏଜ୍ରା 4:19
10 Referans Kwoze  

ବିଷୟ ଗୋପନ କରିବା ପରମେଶ୍ୱରଙ୍କ ଗୌରବ। ଏହି ବିଷୟ ଅନୁସନ୍ଧାନ କରିବା ରାଜାଙ୍କର ଗୌରବ।


ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ, ସେ ଯେକୌଣସି କାର୍ଯ୍ୟ କଲେ ସବୁରେ କୃତକାର୍ଯ୍ୟ ହେଲେ। ଆଉ ସେ ଅଶୂର ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ।


ଏଣୁ ଯେବେ ମହାରାଜାଙ୍କୁ ଉତ୍ତମ ଦେଖାଯାଏ, ତେବେ କୋରସ୍ ରାଜା ଯିରୁଶାଲମରେ ପରମେଶ୍ୱରଙ୍କ ଏହି ମନ୍ଦିର ନିର୍ମାଣ କରିବାର ଆଜ୍ଞା ଦେଇଥିଲେ କି ନାହିଁ ତାହା ବାବିଲସ୍ଥ ମହାରାଜାଙ୍କ ଭଣ୍ତାର ଗୃହରେ ଅନୁସନ୍ଧାନ କରନ୍ତୁ। ପୁଣି ଏହି ବିଷୟରେ ମହାରାଜ ଆମ୍ଭମାନଙ୍କ ନିକଟକୁ ଆପଣାର ଅଭିମତ ପ୍ରେରଣ କରନ୍ତୁ।


ଆପଣଙ୍କ ପିତୃପୁରୁଷଗଣର ଇତିହାସ ପୁସ୍ତକ ଅନୁସନ୍ଧାନ କରାଯାଉ। ତେବେ ସେହି ଇତିହାସ ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ ଏହି ନଗର ବିଦ୍ରୋହୀନଗର, ଆଉ ରାଜଗଣ ଓ ପ୍ରଦେଶ ସମୂହ ପ୍ରତି ଅନିଷ୍ଟ କରିଛନ୍ତି, ପୁଣି ସେମାନେ ପୂର୍ବକାଳରେ ତହିଁ ମଧ୍ୟରେ ଗଣ୍ତଗୋଳ ମତାଇ ଅଛନ୍ତି। ସେଥିପାଇଁ ଏହି ନଗର ଧ୍ୱଂସ ହୋଇଅଛି।


ସଦାପ୍ରଭୁ ଯିରୁଶାଲମ ଓ ଯିହୁଦା ପ୍ରତି ଏତେ କ୍ରୋଧାନ୍ୱିତ ହେଲେ ଯେ ସେ ସେମାନଙ୍କୁ ଆପଣା ଛାମୁରୁ ଦୂରେଇ ଦେଲେ। ସିଦିକିୟ ବାବିଲ ରାଜାଙ୍କ ଶାସନ ବିରୁଦ୍ଧରେ ବିଦ୍ରୋହୀ କଲେ।


ତେବେ ତୁମ୍ଭେ ବୁଝିବ, ଖୋଜିବ, ଭଲରୂପେ ପଗ୍ଭରି ବୁଝିବ। ଯଦି ତାହା ସତ୍ୟ ହୁଏ ଓ ତୁମ୍ଭ ମଧ୍ୟରେ ଏପରି ଘୃଣ୍ୟ କର୍ମ କରାଯାଇ ଅଛି,


ତୁମ୍ଭେମାନେ ଆମ୍ଭମାନଙ୍କ ନିକଟକୁ ଯେଉଁ ପତ୍ର ପଠାଇ ଅଛ ତାହା ଆମ୍ଭ ସାକ୍ଷାତରେ ସ୍ପଷ୍ଟରୂପେ ପାଠ କରାଯାଇ ଅଛି।


ମଧ୍ୟ ଯିରୁଶାଲମରେ ପରାକ୍ରାନ୍ତ ରାଜଗଣ ଥିଲେ। ସେମାନେ ନଦୀ ସେପାରିସ୍ଥ ତାବତ୍ ଦେଶରେ ରାଜତ୍ୱ କଲେ। ଆଉ ସେମାନଙ୍କୁ କର, ରାଜସ୍ୱ ଓ ମାଶୁଲ ଦିଆଗଲା।


Swiv nou:

Piblisite


Piblisite