Biblia Todo Logo
Bib sou entènèt

- Piblisite -




ଏଜ୍ରା 4:21 - ପବିତ୍ର ବାଇବଲ

21 ଏଣୁ ଆମ୍ଭଠାରୁ ଆଜ୍ଞା ପ୍ରଗ୍ଭରିତ ନୋହିବା ପର୍ଯ୍ୟନ୍ତ ସେ ନଗରର ଯେପରି ନିର୍ମିତ ନୋହିବ ଏଥିପାଇଁ ସେହି ଲୋକମାନଙ୍କୁ ଆଜ୍ଞା କର, ସେମାନେ କାର୍ଯ୍ୟରୁ ନିବୃତ୍ତ ହୋଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏଣୁ ଆମ୍ଭଠାରୁ ଆଜ୍ଞା ପ୍ରଚାରିତ ନୋହିବା ପର୍ଯ୍ୟନ୍ତ ସେହି ନଗର ଯେପରି ନିର୍ମିତ ନୋହିବ, ଏଥିପାଇଁ ଏବେ ତୁମ୍ଭେମାନେ ସେହି ଲୋକମାନଙ୍କୁ କର୍ମରୁ ନିବୃତ୍ତ ହେବାକୁ ଆଜ୍ଞା କର।

Gade chapit la Kopi

ଓଡିଆ ବାଇବେଲ

21 ଏଣୁ ଆମ୍ଭଠାରୁ ଆଜ୍ଞା ପ୍ରଚାରିତ ନ ହେବା ପର୍ଯ୍ୟନ୍ତ ସେହି ନଗର ଯେପରି ନିର୍ମିତ ନ ହେବ, ଏଥିପାଇଁ ଏବେ ତୁମ୍ଭେମାନେ ସେହି ଲୋକମାନଙ୍କୁ କର୍ମରୁ ନିବୃତ୍ତ ହେବାକୁ ଆଜ୍ଞା କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଣୁ ଆମ୍ଭଠାରୁ ଆଜ୍ଞା ପ୍ରଚାରିତ ନ ହେବା ପର୍ଯ୍ୟନ୍ତ ସେହି ନଗର ଯେପରି ନିର୍ମିତ ନ ହେବ, ଏଥିପାଇଁ ଏବେ ତୁମ୍ଭେମାନେ ସେହି ଲୋକମାନଙ୍କୁ କର୍ମରୁ ନିବୃତ୍ତ ହେବାକୁ ଆଜ୍ଞା କର।

Gade chapit la Kopi




ଏଜ୍ରା 4:21
2 Referans Kwoze  

ମଧ୍ୟ ଯିରୁଶାଲମରେ ପରାକ୍ରାନ୍ତ ରାଜଗଣ ଥିଲେ। ସେମାନେ ନଦୀ ସେପାରିସ୍ଥ ତାବତ୍ ଦେଶରେ ରାଜତ୍ୱ କଲେ। ଆଉ ସେମାନଙ୍କୁ କର, ରାଜସ୍ୱ ଓ ମାଶୁଲ ଦିଆଗଲା।


ସାବଧାନ୍, ତୁମ୍ଭେମାନେ ଏ ବିଷୟରେ ହେଳା କର ନାହିଁ। ରାଜାମାନଙ୍କ କ୍ଷତି ନିମନ୍ତେ କାହିଁକି ଅନିଷ୍ଟ ବୃଦ୍ଧି ପାଇବ।


Swiv nou:

Piblisite


Piblisite