Biblia Todo Logo
Bib sou entènèt

- Piblisite -




ଏଜ୍ରା 4:23 - ପବିତ୍ର ବାଇବଲ

23 ତହିଁରେ ରହୂମର ଓ ଲେଖକ ଶି‌‌‌‌‌‌ମ୍‌‌‌‌‌‌ଶୟର ଓ ସେମାନଙ୍କ ସଙ୍ଗୀମାନଙ୍କ ନିକଟରେ ଅର୍ତ୍ତକ୍ଷସ୍ତ ରାଜାର ପତ୍ରର ଅନୁଲିପି ପଢ଼ାଯା’ନ୍ତେ ସେମାନେ ଶୀଘ୍ର ଯିରୁଶାଲମକୁ ଯିହୁଦୀୟମାନଙ୍କ ନିକଟକୁ ଯାଇ ବଳ ଓ କ୍ଷମତାଦ୍ୱାରା ସେମାନଙ୍କୁ କାର୍ଯ୍ୟରୁ ନିବୃତ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତହିଁରେ ରହୂମର ଓ ଲେଖକ ଶିମ୍ଶୟର ଓ ସେମାନଙ୍କ ସଙ୍ଗୀ ଲୋକଙ୍କ ନିକଟରେ ଅର୍ତ୍ତକ୍ଷସ୍ତ ରାଜାର ପତ୍ରର ଅନୁଲିପି ପଢ଼ାଯାʼନ୍ତେ, ସେମାନେ ଶୀଘ୍ର ଯିରୂଶାଲମକୁ ଯିହୁଦୀୟମାନଙ୍କ ନିକଟକୁ ଯାଇ ବଳ ଓ କ୍ଷମତା ଦ୍ଵାରା ସେମାନଙ୍କୁ କର୍ମରୁ ନିବୃତ୍ତ କଲେ।

Gade chapit la Kopi

ଓଡିଆ ବାଇବେଲ

23 ତହିଁରେ ରହୂମ ଓ କାର୍ଯ୍ୟାଧ୍ୟକ୍ଷ ଶିମ୍‍ଶୟ ଓ ସେମାନଙ୍କ ସଙ୍ଗୀ ଲୋକଙ୍କ ନିକଟରେ ଅର୍ତ୍ତକ୍ଷସ୍ତ ରାଜାର ପତ୍ରର ପ୍ରତିଲିପି ପଢ଼ାଯାଆନ୍ତେ, ସେମାନେ ଶୀଘ୍ର ଯିରୂଶାଲମକୁ ଯିହୁଦୀୟମାନଙ୍କ ନିକଟକୁ ଯାଇ ବଳ ଓ କ୍ଷମତା ଦ୍ୱାରା ସେମାନଙ୍କୁ କର୍ମରୁ ନିବୃତ୍ତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତହିଁରେ ରହୂମ୍‍ ଓ କାର୍ଯ୍ୟାଧ୍ୟକ୍ଷ ଶିମ୍‍ଶୟ ଓ ସେମାନଙ୍କ ସଙ୍ଗୀ ଲୋକଙ୍କ ନିକଟରେ ଅର୍ତ୍ତକ୍ଷସ୍ତ ରାଜାର ପତ୍ରର ପ୍ରତିଲିପି ପଢ଼ାଯାଆନ୍ତେ, ସେମାନେ ଶୀଘ୍ର ଯିରୂଶାଲମକୁ ଯିହୁଦୀୟମାନଙ୍କ ନିକଟକୁ ଯାଇ ବଳ ଓ କ୍ଷମତା ଦ୍ୱାରା ସେମାନଙ୍କୁ କର୍ମରୁ ନିବୃତ୍ତ କଲେ।

Gade chapit la Kopi




ଏଜ୍ରା 4:23
8 Referans Kwoze  

“ଲୋକେ ଅନ୍ୟକୁ ଆଘାତ ଓ ହତ୍ୟା କରିବା ପାଇଁ ସର୍ବଦା ପ୍ରସ୍ତୁତ


ଯେଉଁମାନେ ପାପ ଚିନ୍ତା କରନ୍ତି, ଦୁଃଖ ଦୁର୍ଦ୍ଦଶା ସେମାନଙ୍କ ନିକଟକୁ ଆସେ। ସେହି ଲୋକମାନେ ନିଜ ନିଜ ଶଯ୍ୟା ଉପରେ ପଡ଼ିରହି ମନ୍ଦ କଥା ଚିନ୍ତା କରନ୍ତି। ଯେତେବେଳେ ପ୍ରଭାତ ହୁଏ, ପାଞ୍ଚିଥିବା ମନ୍ଦ କଥାକୁ କାର୍ଯ୍ୟକାରୀ କରନ୍ତି। କାରଣ ସହଜରେ ସେ କାର୍ଯ୍ୟ କରିବାକୁ ତାଙ୍କର ସେ ଶକ୍ତି ଥାଏ।


ମନ୍ଦ ଲୋକମାନେ ମନ୍ଦକାର୍ଯ୍ୟ ନ କଲା ପର୍ଯ୍ୟନ୍ତ ସେମାନଙ୍କୁ ନିଦ ହୁଏ ନାହିଁ। ଯଦି ସେମାନେ କାହାକୁ ଆଘାତ ନ କରନ୍ତି, ସେମାନେ ଶୟନ କରିବେ ନାହିଁ।


ଏଥିରେ ରାଜା ମନ୍ତ୍ରି ରହୂମର ଓ ଲେଖକ ଶି‌‌‌‌‌‌ମ୍‌‌‌‌‌‌ଶୟର ଓ ସେମାନଙ୍କ ଶମରିୟା ନିବାସୀ ଅନ୍ୟ ସଙ୍ଗୀମାନଙ୍କର ଆଉ ନଦୀ ସେପାରିସ୍ଥ ଦେଶୀୟ ଅନ୍ୟାନ୍ୟ ଲୋକଙ୍କର ନିକଟକୁ ଉତ୍ତର ପଠାଇଲା। ଯଥା, ତୁମ୍ଭମାନଙ୍କର ମଙ୍ଗଳ ହେଉ।


ଏହା ପରେ ଅର୍ତ୍ତକ୍ଷସ୍ତର ଶାସନ ସମୟରେ ବିଶ୍ଳମ୍, ମିତ୍ରଦାତ୍, ଟାବେଲ ଓ ତାହାର ଅନ୍ୟ ସାଥୀମାନେ ପାରସ୍ୟର ରାଜା ଅର୍ତ୍ତକ୍ଷସ୍ତ ନିକଟକୁ ଲେଖିଲେ। ସେହି ପତ୍ର ଅରାମୀୟ ଅକ୍ଷରରେ ଲେଖା ଯାଇ ତାହା ଅରାମୀୟ ଭାଷାରେ ଅନୁବାଦ କରାଯାଇଥିଲା।


ସାବଧାନ୍, ତୁମ୍ଭେମାନେ ଏ ବିଷୟରେ ହେଳା କର ନାହିଁ। ରାଜାମାନଙ୍କ କ୍ଷତି ନିମନ୍ତେ କାହିଁକି ଅନିଷ୍ଟ ବୃଦ୍ଧି ପାଇବ।


ତେଣୁ ଯିରୁଶାଲମରେ ପରମେଶ୍ୱରଙ୍କ ମନ୍ଦିରକାର୍ଯ୍ୟ ବନ୍ଦ ହେଲା। ପୁଣି ପାରସ୍ୟ ରାଜା ଦାରିୟାବସର ଅଧିକାରର ଦ୍ୱିତୀୟ ବର୍ଷ ପର୍ଯ୍ୟନ୍ତ ତାହା ବନ୍ଦ ହୋଇ ରହିଲା।


Swiv nou:

Piblisite


Piblisite