ଏଜ୍ରା 4:3 - ପବିତ୍ର ବାଇବଲ3 ମାତ୍ର ସରୁବ୍ବାବିଲ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶ ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମନ୍ଦିର ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ। ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନ୍ଦିର ନିର୍ମାଣ କରୁଅଛୁ।” Gade chapit laପବିତ୍ର ବାଇବଲ (Re-edited) - (BSI)3 ମାତ୍ର ସରୁବ୍ବାବିଲ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶ-ପ୍ରଧାନମାନେ ସେମାନଙ୍କୁ କହିଲେ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟରାଜ କୋରସ୍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା। Gade chapit laଓଡିଆ ବାଇବେଲ3 ମାତ୍ର ଯିରୁବ୍ବାବିଲ୍ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶର ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ଯିରୁବ୍ବାବିଲ୍ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶର ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା।” Gade chapit la |
କୋରସ୍ ପାରସ୍ୟର ରାଜା ହୋଇଥିବାର ପ୍ରଥମ ବର୍ଷରେ, ସଦାପ୍ରଭୁ କୋରସଙ୍କ ଦ୍ୱାରା ଏକ ବିଶେଷ ଘୋଷଣା କରାଇଲେ। ସଦାପ୍ରଭୁ ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ଯେଉଁ ଶପଥ କରିଥିଲେ, ତାହା ଯେପରି ପ୍ରକୃତରେ ଘଟିବ, ସେଥିନିମନ୍ତେ ସେ ଏହିପରି କଲେ। କୋରସ୍ ତାଙ୍କ ରାଜ୍ୟର ପ୍ରତ୍ୟେକ ସ୍ଥାନକୁ ବାର୍ତ୍ତାବାହକମାନଙ୍କୁ ପଠାଇଲେ। ସେମାନେ ଏହି ବାର୍ତ୍ତା ବହନ କରୁଥିଲେ।
ଏହା ପରେ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ପରମେଶ୍ୱରଙ୍କ ଯିରୁଶାଲମସ୍ଥିତ ମନ୍ଦିରରେ ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ, ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭାତୃଗଣ, ବନ୍ଦୀ ଦଶାରୁ ଯିରୁଶାଲମକୁ ଆଗତ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିର କାର୍ଯ୍ୟରେ ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।