ଏଜ୍ରା 5:13 - ପବିତ୍ର ବାଇବଲ13 ବାବିଲର ରାଜା କୋରସଙ୍କର ଅଧିକାରର ପ୍ରଥମ ବର୍ଷରେ ପରମେଶ୍ୱରଙ୍କ ଏହି ମନ୍ଦିର ନିର୍ମାଣ କରିବା ପାଇଁ କୋରସର ରାଜା ଆଜ୍ଞା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ମାତ୍ର ବାବିଲର ରାଜା କୋରସ୍ଙ୍କ ଅଧିକାରର ପ୍ରଥମ ବର୍ଷରେ ପରମେଶ୍ଵରଙ୍କ ଏହି ଗୃହ ନିର୍ମାଣ କରିବା ପାଇଁ କୋରସ୍ ରାଜା ଆଜ୍ଞା କଲେ। Gade chapit laଓଡିଆ ବାଇବେଲ13 ମାତ୍ର ବାବିଲର ରାଜା କୋରସ୍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ପରମେଶ୍ୱରଙ୍କ ଏହି ଗୃହ ନିର୍ମାଣ କରିବା ପାଇଁ କୋରସ୍ ରାଜା ଆଜ୍ଞା କଲେ।’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମାତ୍ର ବାବିଲର ରାଜା କୋରସ୍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ପରମେଶ୍ୱରଙ୍କ ଏହି ଗୃହ ନିର୍ମାଣ କରିବା ପାଇଁ କୋରସ୍ ରାଜା ଆଜ୍ଞା କଲେ। Gade chapit la |