Biblia Todo Logo
Bib sou entènèt

- Piblisite -




ଏଜ୍ରା 5:4 - ପବିତ୍ର ବାଇବଲ

4 ତେବେ ଆମ୍ଭେମାନେ ସେମାନଙ୍କୁ ତଦନୁସାରେ ଉତ୍ତର ଦେଲୁ, “ସେମାନେ ପଗ୍ଭରିଲେ, ଏହି ଗାନ୍ଥକମାନଙ୍କ ନାମ କ’ଣ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତେବେ ଆମ୍ଭେମାନେ ସେମାନଙ୍କୁ ତଦନୁସାରେ ଉତ୍ତର ଦେଲୁ; ସେମାନେ ପଚାରିଲେ, ଏହି ଗାନ୍ଥକମାନଙ୍କ ନାମ କଅଣ?

Gade chapit la Kopi

ଓଡିଆ ବାଇବେଲ

4 ତେବେ ଆମ୍ଭେମାନେ ସେମାନଙ୍କୁ ତଦନୁସାରେ ଉତ୍ତର ଦେଲୁ; ସେମାନେ ପଚାରିଲେ, “ଏହି ନିର୍ମାଣକାରୀମାନଙ୍କ ନାମ କଅଣ ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତେବେ ଆମ୍ଭେମାନେ ସେମାନଙ୍କୁ ତଦନୁସାରେ ଉତ୍ତର ଦେଲୁ; ସେମାନେ ପଚାରିଲେ, “ଏହି ନିର୍ମାଣକାରୀମାନଙ୍କ ନାମ କଅଣ?”

Gade chapit la Kopi




ଏଜ୍ରା 5:4
2 Referans Kwoze  

“ତେଣୁ ବତ୍ସଲେଲ, ଅହଲୀୟାବ ଏବଂ ପ୍ରତ୍ୟେକ କୁଶଳୀ ଲୋକମାନେ ଯେଉଁମାନଙ୍କୁ ସଦାପ୍ରଭୁ ଏହି ପବିତ୍ର ସ୍ଥାନ ସମ୍ବନ୍ଧୀୟ କାର୍ଯ୍ୟ କରିବାର କୌଶଳ ଓ ଜ୍ଞାନ ପ୍ରଦାନ କରିଛନ୍ତି, ସେମାନଙ୍କୁ ପବିତ୍ର ସ୍ଥାନ ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ କରିବାକୁ ଦିଅ। ଠିକ୍ ଯେପରି ସଦାପ୍ରଭୁ ଆଜ୍ଞା ଦେଇଥିଲେ।”


ଆମ୍ଭେମାନେ ମଧ୍ୟ ସେମାନଙ୍କର ନାମ ପଗ୍ଭରିଲୁ। ଆମ୍ଭେମାନେ ମଧ୍ୟ ସେମାନଙ୍କର ନାମ ଲେଖିବାକୁ ଗ୍ଭହିଁଲୁ।


Swiv nou:

Piblisite


Piblisite