ଏଜ୍ରା 5:9 - ପବିତ୍ର ବାଇବଲ9 ଆମ୍ଭେମାନେ ସେହି ପ୍ରାଚୀନବର୍ଗମାନଙ୍କୁ ଏହି କାର୍ଯ୍ୟ ବିଷୟରେ କିଛି ପଗ୍ଭରିଲୁ, ତାହା ହେଲା, “ଏହି ମନ୍ଦିର ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?” Gade chapit laପବିତ୍ର ବାଇବଲ (Re-edited) - (BSI)9 ତେବେ ଆମ୍ଭେମାନେ ସେହି ପ୍ରାଚୀନବର୍ଗଙ୍କୁ ପଚାରି ଏହିପରି କହିଲୁ, ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା? Gade chapit laଓଡିଆ ବାଇବେଲ9 ତେବେ ଆମ୍ଭେମାନେ ସେହି ପ୍ରାଚୀନବର୍ଗଙ୍କୁ ପଚାରି ଏହିପରି କହିଲୁ, ‘ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା ?’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତେବେ ଆମ୍ଭେମାନେ ସେହି ପ୍ରାଚୀନବର୍ଗଙ୍କୁ ପଚାରି ଏହିପରି କହିଲୁ, ‘ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?’ Gade chapit la |