ଏଜ୍ରା 6:11 - ପବିତ୍ର ବାଇବଲ11 ମୁଁ ଆହୁରି ଆଜ୍ଞା କରୁଅଛି କି ଯେକେହି ସେହି ବାକ୍ୟ ଅନ୍ୟଥା କରିବ ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଠରେ ସେ ବନ୍ଧା ହୋଇ ଟଙ୍ଗାଯିବ। ପୁଣି ତା’ ଲାଗି ତା'ର ଗୃହ ଖତରାଶି କରାଯାଉ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଆହୁରି ମୁଁ ଆଜ୍ଞା କରୁଅଛି କି, ଯେକେହି ଏହି ବାକ୍ୟ ଅନ୍ୟଥା କରିବ, ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଷ୍ଠରେ ସେ ବନ୍ଧା ହୋଇ ଟଙ୍ଗାଯାଉ; ପୁଣି, ତହିଁ ଲାଗି ତାହାର ଗୃହ ଖତରାଶି କରାଯାଉ। Gade chapit laଓଡିଆ ବାଇବେଲ11 “ଆହୁରି ମୁଁ ଆଜ୍ଞା କରୁଅଛି ଯେ , ‘ଯେକେହି ଏହି ବାକ୍ୟ ଅନ୍ୟଥା କରିବ, ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଷ୍ଠରେ ସେ ବନ୍ଧା ହୋଇ ଟଙ୍ଗାଯାଉ; ପୁଣି, ତହିଁ ଲାଗି ତାହାର ଗୃହ ଖତରାଶି କରାଯାଉ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆହୁରି ମୁଁ ଆଜ୍ଞା କରୁଅଛି ଯେ, ଯେକେହି ଏହି ବାକ୍ୟ ଅନ୍ୟଥା କରିବ, ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଷ୍ଠରେ ସେ ବନ୍ଧା ହୋଇ ଟଙ୍ଗାଯାଉ; ପୁଣି, ତହିଁ ଲାଗି ତାହାର ଗୃହ ଖତରାଶି କରାଯାଉ। Gade chapit la |