ଏଜ୍ରା 6:2 - ପବିତ୍ର ବାଇବଲ2 ଏବଂ ମାଦୀୟ ପ୍ରଦେଶସ୍ଥ ଅକ୍ଷ୍ମଥା ଦୁର୍ଗରେ ଏକ ପୁସ୍ତକ ମିଳିଲା। ଏକ ଇତିହାସ ଏଥିରେ ଲେଖା ଯାଇଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି, ମାଦୀୟ ପ୍ରଦେଶସ୍ଥ ଅକ୍ଷ୍ମଥା ନାମକ ରାଜଗୃହରେ ଏକ ପୁସ୍ତକ ପ୍ରାପ୍ତ ହେଲା, ତହିଁ ମଧ୍ୟରେ ସ୍ମରଣାର୍ଥେ ଏରୂପ ଲେଖା ହୋଇଥିଲା। Gade chapit laଓଡିଆ ବାଇବେଲ2 ପୁଣି, ମାଦୀୟ ପ୍ରଦେଶସ୍ଥ ଅକ୍ଷ୍ମଥା ନାମକ ରାଜଗୃହରେ ଏକ ନଳାକାର ପୁସ୍ତକ ପ୍ରାପ୍ତ ହେଲା, ତହିଁ ମଧ୍ୟରେ ସ୍ମରଣାର୍ଥେ ଏରୂପ ଲେଖା ହୋଇଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ମାଦୀୟ ପ୍ରଦେଶସ୍ଥ ଅକ୍ଷ୍ମଥା ନାମକ ରାଜଗୃହରେ ଏକ ନଳାକାର ପୁସ୍ତକ ପ୍ରାପ୍ତ ହେଲା, ତହିଁ ମଧ୍ୟରେ ସ୍ମରଣାର୍ଥେ ଏରୂପ ଲେଖା ହୋଇଥିଲା। Gade chapit la |