ଏଜ୍ରା 6:6 - ପବିତ୍ର ବାଇବଲ6 ଏଣୁ ହେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଏବଂ ଶଥର ବୋଷଣୟ, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ସାଥୀ ଅଧିକାରୀଗଣ ନଦୀ ସେପାରିସ୍ଥ ତା'ଠାରୁ ଦୂରରେ ରୁହ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏହେତୁ ହେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ, ହେ ଶଥର-ବୋଷଣୟ, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ସଙ୍ଗୀ ନଦୀ ସେପାରିସ୍ଥ ଅଫର୍ସଖୀୟମାନେ, ସେଠାରୁ ଦୂରରେ ଥାଅ; Gade chapit laଓଡିଆ ବାଇବେଲ6 “ଏହେତୁ ହେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ, ହେ ଶଥର-ବୋଷଣୟ, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ସଙ୍ଗୀ ନଦୀ ସେପାରିସ୍ଥ ଅଫର୍ସଖୀୟମାନେ, ସେଠାରୁ ଦୂରରେ ଥାଅ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 “ଏହେତୁ ହେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ, ହେ ଶଥର-ବୋଷଣୟ, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ସଙ୍ଗୀ ନଦୀ ସେପାରିସ୍ଥ ଅଫର୍ସଖୀୟମାନେ, ସେଠାରୁ ଦୂରରେ ଥାଅ; Gade chapit la |