Biblia Todo Logo
Bib sou entènèt

- Piblisite -




ଏଜ୍ରା 6:7 - ପବିତ୍ର ବାଇବଲ

7 ପରମେଶ୍ୱରଙ୍କ ଏହି ମନ୍ଦିରର କାର୍ଯ୍ୟରେ ହସ୍ତ ଦିଅ ନାହିଁ। ଯିହୁଦୀୟମାନଙ୍କର ଅଧ୍ୟକ୍ଷ ଯିହୁଦୀୟମାନଙ୍କର ପ୍ରାଚୀନବର୍ଗ ପରମେଶ୍ୱରଙ୍କ ଏହି ମନ୍ଦିର ସ୍ୱସ୍ଥାନରେ ନିର୍ମାଣ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପରମେଶ୍ଵରଙ୍କ ଏହି ଗୃହର କାର୍ଯ୍ୟରେ ହସ୍ତ ଦିଅ ନାହିଁ; ଯିହୁଦୀମାନଙ୍କର ଅଧ୍ୟକ୍ଷ ଓ ଯିହୁଦୀୟମାନଙ୍କର ପ୍ରାଚୀନବର୍ଗ ପରମେଶ୍ଵରଙ୍କ ଏହି ଗୃହ ସ୍ଵସ୍ଥାନରେ ନିର୍ମାଣ କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

7 ପରମେଶ୍ୱରଙ୍କ ଏହି ଗୃହର କାର୍ଯ୍ୟରେ ହସ୍ତ ଦିଅ ନାହିଁ; ଯିହୁଦୀୟମାନଙ୍କର ଅଧ୍ୟକ୍ଷ ଓ ଯିହୁଦୀୟମାନଙ୍କର ପ୍ରାଚୀନବର୍ଗ ପରମେଶ୍ୱରଙ୍କ ଏହି ଗୃହ ସ୍ୱସ୍ଥାନରେ ନିର୍ମାଣ କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପରମେଶ୍ୱରଙ୍କ ଏହି ଗୃହର କାର୍ଯ୍ୟରେ ହସ୍ତ ଦିଅ ନାହିଁ; ଯିହୁଦୀୟମାନଙ୍କର ଅଧ୍ୟକ୍ଷ ଓ ଯିହୁଦୀୟମାନଙ୍କର ପ୍ରାଚୀନବର୍ଗ ପରମେଶ୍ୱରଙ୍କ ଏହି ଗୃହ ସ୍ୱ ସ୍ଥାନରେ ନିର୍ମାଣ କରନ୍ତୁ।

Gade chapit la Kopi




ଏଜ୍ରା 6:7
4 Referans Kwoze  

ଏଣୁ ହେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଏବଂ ଶଥର ବୋଷଣୟ, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ସାଥୀ ଅଧିକାରୀଗଣ ନଦୀ ସେପାରିସ୍ଥ ତା'ଠାରୁ ଦୂରରେ ରୁହ।


ପରମେଶ୍ୱରଙ୍କ ଏହି ମନ୍ଦିର ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ। ସେମାନଙ୍କର ବାଧା ଯେପରି ସୃଷ୍ଟି ନ ହୁଏ, ଏଥିପାଇଁ ସେହି ଲୋକମାନଙ୍କୁ ରାଜସମ୍ପତ୍ତିରୁ ଅର୍ଥାତ୍ ନଦୀ ସେପାରିସ୍ଥ ରାଜକରରୁ ଅତି ଯତ୍ନପୂର୍ବକ ବ୍ୟୟ ଦିଆଯାଉ।


ତାଙ୍କ ସମସ୍ତ ଲୋକମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ଭିତରୁ ଯେକେହି ହୁଅନା, ତାର ପରମେଶ୍ୱର ତା’ ସହିତ ରୁହନ୍ତୁ। ଯିହୁଦାସ୍ଥିତ ଯିରୁଶାଲମ ପର୍ଯ୍ୟନ୍ତ ତାକୁ ଯିବାକୁ ଦିଅ ଏବଂ ତାକୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ମନ୍ଦିର ନିର୍ମାଣ କରିବାକୁ ଦିଅ। ସେ ହିଁ ପରମେଶ୍ୱର ଯିଏ କି ଯିରୁଶାଲମରେ ଅଛନ୍ତି।


Swiv nou:

Piblisite


Piblisite