ଏଜ୍ରା 7:13 - ପବିତ୍ର ବାଇବଲ13 ମୁଁ ଆଜ୍ଞା କରୁଅଛି, ଯେ ମୋ’ ରାଜ୍ୟସ୍ଥିତ ଇସ୍ରାଏଲ ମଧ୍ୟରୁ ଯେତେ ଲୋକ, ସେମାନଙ୍କର ଯାଜକ ଓ ଲେବୀୟମାନେ ଯିରୁଶାଲମକୁ ସ୍ୱଇଚ୍ଛାରେ ଯିବାକୁ ମନ କରନ୍ତି। ସେମାନେ ତୁମ୍ଭ ଏଜ୍ରାଙ୍କ ସଙ୍ଗେ ଯା’ନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)13 ମୁଁ ଆଜ୍ଞା କରୁଅଛି ଯେ, ମୋʼ ରାଜ୍ୟସ୍ଥିତ ଇସ୍ରାଏଲ ମଧ୍ୟରୁ ଯେତେ ଲୋକ, ପୁଣି ସେମାନଙ୍କର ଯାଜକ ଓ ଲେବୀୟମାନେ ଯିରୂଶାଲମକୁ ସ୍ଵେଚ୍ଛାରେ ଯିବାକୁ ମନ କରନ୍ତି, ସେମାନେ ତୁମ୍ଭ ସଙ୍ଗେ ଯାଉନ୍ତୁ। Gade chapit laଓଡିଆ ବାଇବେଲ13 ମୁଁ ଆଜ୍ଞା କରୁଅଛି ଯେ, ମୋ’ ରାଜ୍ୟସ୍ଥିତ ଇସ୍ରାଏଲ ମଧ୍ୟରୁ ଯେତେ ଲୋକ, ପୁଣି ସେମାନଙ୍କର ଯାଜକ ଓ ଲେବୀୟମାନେ ଯିରୂଶାଲମକୁ ସ୍ଵେଚ୍ଛାରେ ଯିବାକୁ ମନ କରନ୍ତି, ସେମାନେ ତୁମ୍ଭ ସଙ୍ଗେ ଯାଉନ୍ତୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମୁଁ ଆଜ୍ଞା କରୁଅଛି ଯେ, ମୋʼ ରାଜ୍ୟସ୍ଥିତ ଇସ୍ରାଏଲ ମଧ୍ୟରୁ ଯେତେ ଲୋକ, ପୁଣି ସେମାନଙ୍କର ଯାଜକ ଓ ଲେବୀୟମାନେ ଯିରୂଶାଲମକୁ ସ୍ୱେଚ୍ଛାରେ ଯିବାକୁ ମନ କରନ୍ତି, ସେମାନେ ତୁମ୍ଭ ସଙ୍ଗେ ଯାଉନ୍ତୁ। Gade chapit la |
ତେଣୁ ସେମାନେ ବେର୍ଶେବା ସହରଠାରୁ ଦାନ୍ ସହର ପର୍ଯ୍ୟନ୍ତ ଇସ୍ରାଏଲର ପ୍ରତ୍ୟେକ ସ୍ଥାନରେ ଏହା ଘୋଷଣା କଲେ। ସେମାନେ ଲୋକମାନଙ୍କୁ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ନିସ୍ତାରପର୍ବ ପାଳନ କରିବା ପାଇଁ ଯିରୁଶାଲମକୁ ଆସିବାକୁ କହିଲେ। ମୋଶାଙ୍କ ଦତ୍ତ ବ୍ୟବସ୍ଥା ନିୟମରେ ଯେଉଁ ପ୍ରକାର ଭାବେ ନିସ୍ତାରପର୍ବ ପାଳନ କରିବାକୁ କୁହାଯାଇଅଛି, ସେ ପ୍ରକାର ଭାବେ ଇସ୍ରାଏଲର ବହୁତ ସଂଖ୍ୟକ ଲୋକ ଅନେକ ବର୍ଷ ଧରି ପାଳନ କରି ନ ଥିଲେ।