Biblia Todo Logo
Bib sou entènèt

- Piblisite -




ଏଜ୍ରା 7:18 - ପବିତ୍ର ବାଇବଲ

18 ଆଉ ଅବଶିଷ୍ଟ ରୂପା ଓ ସୁନାରେ ତୁମ୍ଭକୁ ଓ ତୁମ୍ଭ ଭାତୃବର୍ଗଙ୍କୁ ଯାହା କରିବାକୁ ଭଲ ଦିଶିବ, ତାହା ତୁମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଇଚ୍ଛା ପ୍ରମାଣେ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ, ଅବଶିଷ୍ଟ ରୂପା ଓ ସୁନାରେ ତୁମ୍ଭକୁ ଓ ତୁମ୍ଭ ଭ୍ରାତୃବର୍ଗଙ୍କୁ ଯାହା କରିବାକୁ ଭଲ ଦିଶିବ, ତାହା ତୁମ୍ଭେମାନେ ଆପଣାମାନଙ୍କ ପରମେଶ୍ଵରଙ୍କ ଇଚ୍ଛା ପ୍ରମାଣେ କରିବ।

Gade chapit la Kopi

ଓଡିଆ ବାଇବେଲ

18 ଆଉ, ଅବଶିଷ୍ଟ ରୂପା ଓ ସୁନାରେ ତୁମ୍ଭକୁ ଓ ତୁମ୍ଭ ଭ୍ରାତୃବର୍ଗଙ୍କୁ ଯାହା କରିବାକୁ ଭଲ ଦିଶିବ, ତାହା ତୁମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଇଚ୍ଛା ପ୍ରମାଣେ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ, ଅବଶିଷ୍ଟ ରୂପା ଓ ସୁନାରେ ତୁମ୍ଭକୁ ଓ ତୁମ୍ଭ ଭ୍ରାତୃବର୍ଗଙ୍କୁ ଯାହା କରିବାକୁ ଭଲ ଦିଶିବ, ତାହା ତୁମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଇଚ୍ଛା ପ୍ରମାଣେ କରିବ।

Gade chapit la Kopi




ଏଜ୍ରା 7:18
6 Referans Kwoze  

ଅତଏବ ମୂର୍ଖପରି ଜୀବନ ନ କାଟି ପରମେଶ୍ୱର ତୁମ୍ଭଠାରୁ କ’ଣ ଗ୍ଭହାନ୍ତି, ଏହା ଜାଣିବାକୁ ଚେଷ୍ଟା କର।


ଯଦି କୌଣସି ଲୋକ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ନ ମାନିବ, ରାଜାଙ୍କର ବ୍ୟବସ୍ଥା ନ ମାନିବ, ସେମାନେ ନିଶ୍ଚିତରେ ଦଣ୍ତିତ ହେବେ। ତାହାର ଏହି ଦଣ୍ତ ତା'ର ଦୋଷ ଉପରେ ନିର୍ଭର କରେ। ତାହା ମୃତ୍ୟୁଦଣ୍ତ ହୋଇପାରେ, ନିର୍ବାସିତ ହୋଇପାରେ, ତାକୁ ଅର୍ଥଦଣ୍ତ ହୋଇପାରେ ବା ବନ୍ଦୀତ୍ୱ ଦଣ୍ତ ଦିଆଯାଇ ପାରେ।


ସେହି କାର୍ଯ୍ୟ କରୁଥିବା ଲୋକମାନଙ୍କୁ ଯେଉଁ ମୁଦ୍ରା ଦିଆଗଲା ତା'ର ହିସାବ ରଖାଗଲା ନାହିଁ, କାରଣ ସେମାନେ ବିଶ୍ୱସ୍ତ ରୂପେ କାର୍ଯ୍ୟ କଲେ।”


ମାତ୍ର ଶ୍ରମିକମାନଙ୍କୁ ଦେବା ପାଇଁ ଯେଉଁମାନଙ୍କ ହସ୍ତରେ ସେ ଟଙ୍କା ଦିଆଗଲା, ସେମାନଙ୍କଠାରୁ କେହି ହିସାବ ନେଲେ ନାହିଁ। କାରଣ ସେମାନେ ଅତି ବିଶ୍ୱସ୍ତ ଭାବରେ କାମ କଲେ।


ଏଣୁ ତୁମ୍ଭେ ଏହି ମୁଦ୍ରା ଦ୍ୱାରା ବୃଷ, ଅଣ୍ତିରା ମେଷ, ମେଷଶାବକ ଓ ତହିଁ ସଙ୍ଗେ ନିରୂପିତ ଶସ୍ୟ ଓ ପେୟନୈବେଦ୍ୟ କ୍ରୟ କରି ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଯିରୁଶାଲମସ୍ଥିତ ମନ୍ଦିରର ଯଜ୍ଞବେଦି ଉପରେ ଉତ୍ସର୍ଗ କରିବ।


ପୁଣି ତୁମ୍ଭେ ପରମେଶ୍ୱରଙ୍କ ମନ୍ଦିରର ସେବାର୍ଥକ ଯେ ସକଳପାତ୍ର ତୁମ୍ଭକୁ ଦିଆ ଯାଉଅଛି। ତାହା ସବୁ ଯିରୁଶାଲମର ପରମେଶ୍ୱରଙ୍କ ସମ୍ମୁଖରେ ସମର୍ପଣ କର।


Swiv nou:

Piblisite


Piblisite