Biblia Todo Logo
Bib sou entènèt

- Piblisite -




ଏଜ୍ରା 7:2 - ପବିତ୍ର ବାଇବଲ

2 ହି‌ଲ୍‌‌‌କିୟ, ଶଲ୍ଲୁମର ପୁତ୍ର, ଶଲ୍ଲୁମ ସାଦୋକର ପୁତ୍ର, ସାଦୋକ ଅହୀଟୂ‌‌‌‌ବ୍‌‌‌‌ର ପୁତ୍ର ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ହିଲ୍‍କିୟ ଶଲ୍ଲୁମର ସନ୍ତାନ, ଶଲ୍ଲୁମ୍ ସାଦୋକର ସନ୍ତାନ, ସାଦୋକ୍ ଅହୀଟୂବର ସନ୍ତାନ,

Gade chapit la Kopi

ଓଡିଆ ବାଇବେଲ

2 ହିଲ୍‍କିୟ ଶଲ୍ଲୁମ୍‍ର ସନ୍ତାନ, ଶଲ୍ଲୁମ୍‍ ସାଦୋକର ସନ୍ତାନ, ସାଦୋକ ଅହୀଟୂବର ସନ୍ତାନ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ହିଲ୍‍କୀୟ ଶଲ୍ଲୁମ୍‍ର ସନ୍ତାନ, ଶଲ୍ଲୁମ୍‍ ସାଦୋକର ସନ୍ତାନ, ସାଦୋକ ଅହୀଟୂବ୍‍ର ସନ୍ତାନ,

Gade chapit la Kopi




ଏଜ୍ରା 7:2
4 Referans Kwoze  

ପୁଣି ରାଜା ତାହାର ସ୍ଥାନରେ ଯିହୋୟାଦାର ପୁତ୍ର ବନାୟକୁ ସେନାପତି ପଦରେ ନିଯୁକ୍ତ କଲେ ଓ ଅବିୟାଥର ପଦରେ ସାଦୋକକୁ ଯାଜକ କରି ନିଯୁକ୍ତ କଲେ।


ଅହୀଟୂବର ପୁତ୍ର ସାଦୋକ୍ ଓ ଅବିୟାଥରର ପୁତ୍ର ଅହୀମେଲକ ଯାଜକ ଥିଲେ। ସରାୟ ଲେଖକ ଥିଲେ।


ଏହିସବୁ ଘଟଣାପରେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତର ଶାସନ ସମୟରେ ସରାୟର ପୁତ୍ର ଏଜ୍ରା ବାବିଲରୁ ଯାତ୍ରା କଲେ। ଉକ୍ତ ସରାୟ ଅସରିୟର ପୁତ୍ର, ଅସରିୟ ହି‌ଲ୍‌‌‌କିୟର ପୁତ୍ର ଥିଲା।


ଅହୀଟୂବ୍ ଅମରିୟର ପୁତ୍ର ଥିଲା। ଅମରିୟ ଅସରିୟର ପୁତ୍ର ଥିଲା। ଅସରିୟ ମରାୟୋତର ପୁତ୍ର ଥିଲା।


Swiv nou:

Piblisite


Piblisite