ଏଜ୍ରା 7:21 - ପବିତ୍ର ବାଇବଲ21 ଆଉ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥା ଅଧ୍ୟାପକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଲୋଡ଼ିବ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଆଉ ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ବ୍ୟବସ୍ଥାଧ୍ୟାପକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଚାହିଁବ, Gade chapit laଓଡିଆ ବାଇବେଲ21 ଆଉ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥାଧ୍ୟାପକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଚାହିଁବ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥାଧ୍ୟାପକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଚାହିଁବ, Gade chapit la |