Biblia Todo Logo
Bib sou entènèt

- Piblisite -




ଏଜ୍ରା 7:22 - ପବିତ୍ର ବାଇବଲ

22 ତାହା ସବୁ 100 ତାଳନ୍ତ ପର୍ଯ୍ୟନ୍ତ ରୂପା ଓ 100 ମହଣ ପର୍ଯ୍ୟନ୍ତ ଗହମ ଓ 100 ମହଣ ପର୍ଯ୍ୟନ୍ତ ଦ୍ରାକ୍ଷାରସ ଓ 100 ମହଣ ପର୍ଯ୍ୟନ୍ତ ତୈଳ ଓ ଅପରିମିତ ଲବଣ ଯତ୍ନପୂର୍ବକ ଦେବା ପାଇଁ ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜା ନଦୀ ସେପାରିସ୍ଥ ସମସ୍ତ କୋଷାଧ୍ୟକ୍ଷଙ୍କୁ ଆଜ୍ଞା କରୁଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତାହାସବୁ ଏକ ଶହ ତାଳ; ପର୍ଯ୍ୟନ୍ତ ରୂପା ଓ ଏକ ଶହ ମହଣ ପର୍ଯ୍ୟନ୍ତ ଗହମ ଓ ଏକ ଶହ ମହଣ ପର୍ଯ୍ୟନ୍ତ ଦ୍ରାକ୍ଷାରସ ଓ ଏକ ଶହ ମହଣ ପର୍ଯ୍ୟନ୍ତ ତୈଳ ଓ ଅପରିମିତ ଲବଣ ଯନିପୂର୍ବକ ଦେବା ପାଇଁ ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜା ନଦୀ ସେପାରିସ୍ଥ ସମସ୍ତ କୋଷାଧ୍ୟକ୍ଷଙ୍କୁ ଆଜ୍ଞା କରୁଅଛୁ।

Gade chapit la Kopi

ଓଡିଆ ବାଇବେଲ

22 ତାହାସବୁ ଏକ ଶହ ତାଳନ୍ତ ପର୍ଯ୍ୟନ୍ତ ରୂପା ଓ ଏକ ଶହ ମହଣ ପର୍ଯ୍ୟନ୍ତ ଗହମ ଓ ଏକ ଶହ ମହଣ ପର୍ଯ୍ୟନ୍ତ ଦ୍ରାକ୍ଷାରସ ଓ ଏକ ଶହ ମହଣ ପର୍ଯ୍ୟନ୍ତ ତୈଳ ଓ ଅପରିମିତ ଲବଣ ଯତ୍ନପୂର୍ବକ ଦେବା ପାଇଁ ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜା ନଦୀ ସେପାରିସ୍ଥ ସମସ୍ତ କୋଷାଧ୍ୟକ୍ଷଙ୍କୁ ଆଜ୍ଞା କରୁଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତାହାସବୁ ଏକ ଶହ ତାଳନ୍ତ ପର୍ଯ୍ୟନ୍ତ ରୂପା ଓ ଏକ ଶହ ମହଣ ପର୍ଯ୍ୟନ୍ତ ଗହମ ଓ ଏକ ଶହ ମହଣ ପର୍ଯ୍ୟନ୍ତ ଦ୍ରାକ୍ଷାରସ ଓ ଏକ ଶହ ମହଣ ପର୍ଯ୍ୟନ୍ତ ତୈଳ ଓ ଅପରିମିତ ଲବଣ ଯତ୍ନପୂର୍ବକ ଦେବା ପାଇଁ ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜା ନଦୀ ସେପାରିସ୍ଥ ସମସ୍ତ କୋଷାଧ୍ୟକ୍ଷଙ୍କୁ ଆଜ୍ଞା କରୁଅଛୁ।

Gade chapit la Kopi




ଏଜ୍ରା 7:22
5 Referans Kwoze  

ପୁଣି ବାତ୍ ସମ୍ବନ୍ଧୀୟ ତୈଳର ନିରୂପିତ ଅଂଶ କୋରରୁ ଏକ ବାତ୍ର ଦଶମାଂଶ ହେବ। କୋ‌‌‌ର୍‌‌‌ ଦଶ ବାତ୍ ଅର୍ଥାତ୍ ଏକ ହୋମର, କାରଣ ଦଶ ବାତରେ ଏକ ହୋମର ହୁଏ।


ତୁମ୍ଭେ ସମସ୍ତ ଶସ୍ୟ ନୈବେଦ୍ୟରେ ଲବଣ ମିଶାଇବ, ଯାହା ତୁମ୍ଭେ ଉତ୍ସର୍ଗ କର। ପୁଣି ପରମେଶ୍ୱରଙ୍କ ଚୁକ୍ତି ରୂପକ ଲବଣକୁ ଶସ୍ୟ ନୈବେଦ୍ୟରେ ଦେବ। ଆଉ ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଏକ ଅଂଶ ହେବ।


ଆଉ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥା ଅଧ୍ୟାପକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଲୋଡ଼ିବ।


ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଦ୍ୱାରା ଯାହା ଯାହା ଆଜ୍ଞା କରାଯାଉଛି, ତାହା ସବୁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ମନ୍ଦିର ନିମନ୍ତେ ଠିକ୍ ରୂପେ କରାଯାଉ, କାରଣ ରାଜା ଓ ତାହାଙ୍କ ପୁତ୍ରଗଣର ରାଜ୍ୟବିରୁଦ୍ଧରେ କାହିଁକି କୋପ ବର୍ତ୍ତିବ।


Swiv nou:

Piblisite


Piblisite