Biblia Todo Logo
Bib sou entènèt

- Piblisite -




ଏଜ୍ରା 7:23 - ପବିତ୍ର ବାଇବଲ

23 ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଦ୍ୱାରା ଯାହା ଯାହା ଆଜ୍ଞା କରାଯାଉଛି, ତାହା ସବୁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ମନ୍ଦିର ନିମନ୍ତେ ଠିକ୍ ରୂପେ କରାଯାଉ, କାରଣ ରାଜା ଓ ତାହାଙ୍କ ପୁତ୍ରଗଣର ରାଜ୍ୟବିରୁଦ୍ଧରେ କାହିଁକି କୋପ ବର୍ତ୍ତିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ଦ୍ଵାରା ଯାହା ଯାହା ଆଜ୍ଞା କରାଯାଇଅଛି, ତାହାସବୁ ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ଗୃହ ନିମନ୍ତେ ଠିକ୍ ରୂପେ କରାଯାଉ; କାରଣ ରାଜା ଓ ତାଙ୍କ ପୁତ୍ରଗଣର ରାଜ୍ୟ ବିରୁଦ୍ଧରେ କାହିଁକି କୋପ ବର୍ତ୍ତିବ?

Gade chapit la Kopi

ଓଡିଆ ବାଇବେଲ

23 ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଦ୍ୱାରା ଯାହା ଯାହା ଆଜ୍ଞା କରାଯାଇଅଛି, ତାହାସବୁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଗୃହ ନିମନ୍ତେ ଠିକ୍‍ ରୂପେ କରାଯାଉ; କାରଣ ରାଜା ଓ ତାଙ୍କ ପୁତ୍ରଗଣର ରାଜ୍ୟ ବିରୁଦ୍ଧରେ କାହିଁକି କୋପ ବର୍ତ୍ତିବ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଦ୍ୱାରା ଯାହା ଯାହା ଆଜ୍ଞା କରାଯାଇଅଛି, ତାହାସବୁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଗୃହ ନିମନ୍ତେ ଠିକ୍ ରୂପେ କରାଯାଉ; କାରଣ ରାଜା ଓ ତାଙ୍କ ପୁତ୍ରଗଣର ରାଜ୍ୟ ବିରୁଦ୍ଧରେ କାହିଁକି କୋପ ବର୍ତ୍ତିବ?

Gade chapit la Kopi




ଏଜ୍ରା 7:23
8 Referans Kwoze  

ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିର୍ଦ୍ଦେଶସବୁ ଏବଂ ବିଧାନସବୁକୁ ସତର୍କ ରୂପେ ମାନିବା ପାଇଁ ନିର୍ଦ୍ଦେଶ ଦେଇଅଛ।


କିନ୍ତୁ ଆମ୍ଭେ ଯିରୁଶାଲମକୁ ସମସ୍ତ ଦେଶ ପାଇଁ ଏକ ଭାରି ପଥର କରିବା। ଯେଉଁମାନେ ତାକୁ ଉଠାଇବେ, ସେମାନେ ଆଘାତପ୍ରାପ୍ତ ହେବେ। ସେହି ଲୋକମାନେ ପ୍ରକୃତରେ କ୍ଷତବିକ୍ଷତ ହେବେ। କାରଣ ପୃଥିବୀର ସମଗ୍ର ଗୋଷ୍ଠୀ ଯିରୁଶାଲମ ବିରୁଦ୍ଧରେ ଏକତ୍ରିତ ହେବେ।


ଆଉ ଅବଶିଷ୍ଟ ରୂପା ଓ ସୁନାରେ ତୁମ୍ଭକୁ ଓ ତୁମ୍ଭ ଭାତୃବର୍ଗଙ୍କୁ ଯାହା କରିବାକୁ ଭଲ ଦିଶିବ, ତାହା ତୁମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଇଚ୍ଛା ପ୍ରମାଣେ କରିବ।


ମୁଁ ଆଜ୍ଞା କରୁଅଛି, ଯେ ମୋ’ ରାଜ୍ୟସ୍ଥିତ ଇସ୍ରାଏଲ ମଧ୍ୟରୁ ଯେତେ ଲୋକ, ସେମାନଙ୍କର ଯାଜକ ଓ ଲେବୀୟମାନେ ଯିରୁଶାଲମକୁ ସ୍ୱଇଚ୍ଛାରେ ଯିବାକୁ ମନ କରନ୍ତି। ସେମାନେ ତୁମ୍ଭ ଏଜ୍ରାଙ୍କ ସଙ୍ଗେ ଯା’ନ୍ତୁ।


ତାହା ସବୁ 100 ତାଳନ୍ତ ପର୍ଯ୍ୟନ୍ତ ରୂପା ଓ 100 ମହଣ ପର୍ଯ୍ୟନ୍ତ ଗହମ ଓ 100 ମହଣ ପର୍ଯ୍ୟନ୍ତ ଦ୍ରାକ୍ଷାରସ ଓ 100 ମହଣ ପର୍ଯ୍ୟନ୍ତ ତୈଳ ଓ ଅପରିମିତ ଲବଣ ଯତ୍ନପୂର୍ବକ ଦେବା ପାଇଁ ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜା ନଦୀ ସେପାରିସ୍ଥ ସମସ୍ତ କୋଷାଧ୍ୟକ୍ଷଙ୍କୁ ଆଜ୍ଞା କରୁଅଛୁ।


ଆମ୍ଭେ ଯେଉଁ ନଗରକୁ ତୁମ୍ଭମାନଙ୍କୁ ନିର୍ବାସିତ କରିଅଛୁ ତାହାର ମଙ୍ଗଳ କର ଓ ସେହି ନଗର ନିମନ୍ତେ ସଦାପ୍ରଭୁଙ୍କୁ ପ୍ରାର୍ଥନା କର। କାରଣ ସେଠାରେ ଶାନ୍ତି ଆସିଲେ ତୁମ୍ଭମାନଙ୍କର ଶାନ୍ତି ଆସିବ।”


ଏହା ପରେ ହାରୋଣ ଏବଂ ମୋଶା କହିଲେ, “ଏବ୍ରୀୟମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ଏହା କହିଛନ୍ତି। ତେଣୁ ଆମ୍ଭେ ତୁମ୍ଭର ଅନୁମତି ଲୋଡ଼ୁଅଛୁ। ଆମ୍ଭମାନଙ୍କୁ ମରୁଭୂମିକୁ ଯିବାକୁ ଦିଅ। ଆମ୍ଭେମାନେ ସେଠାରେ ତାଙ୍କ ସମ୍ମାନାର୍ଥେ ବଳିଦାନ ଉତ୍ସର୍ଗ କରିବୁ। ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର। ଯଦି ଆମ୍ଭେ ତାହା ନ କରୁ ସେ ହୁଏତ କ୍ରୋଧ କରି ପାରନ୍ତି ଏବଂ ଆମ୍ଭମାନଙ୍କୁ ଧ୍ୱଂସ କରି ପାରନ୍ତି। ସେ ଆମ୍ଭମାନଙ୍କୁ ଯୁଦ୍ଧ କିମ୍ବା ଅସୁସ୍ଥତା ମାଧ୍ୟମରେ ମୃତ୍ୟୁ ଦେଇ ପାରନ୍ତି।”


Swiv nou:

Piblisite


Piblisite