Biblia Todo Logo
Bib sou entènèt

- Piblisite -




ଏଜ୍ରା 7:4 - ପବିତ୍ର ବାଇବଲ

4 ମରାୟୋତ୍ ସରହିୟର ପୁତ୍ର ଥିଲା। ସରହିୟ ଉଷିର ପୁତ୍ର ଥିଲା। ଉଷି ବୁ‌କ୍‌କିର ପୁତ୍ର ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ମରାୟୋତ୍ ସରହୀୟର ସନ୍ତାନ, ସରହୀୟ ଉଷିର ସନ୍ତାନ, ଉଷି ବୁକ୍କିର ସନ୍ତାନ,

Gade chapit la Kopi

ଓଡିଆ ବାଇବେଲ

4 ମରାୟୋତ ସରହୀୟର ସନ୍ତାନ, ସରହୀୟ ଉଷିର ସନ୍ତାନ, ଉଷି ବୁକ୍‍କିର ସନ୍ତାନ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମରାୟୋତ୍‍ ସରହୀୟର ସନ୍ତାନ, ସରହୀୟ ଉଷିର ସନ୍ତାନ, ଉଷି ବୁକ୍କିର ସନ୍ତାନ,

Gade chapit la Kopi




ଏଜ୍ରା 7:4
2 Referans Kwoze  

ଅହୀଟୂବ୍ ଅମରିୟର ପୁତ୍ର ଥିଲା। ଅମରିୟ ଅସରିୟର ପୁତ୍ର ଥିଲା। ଅସରିୟ ମରାୟୋତର ପୁତ୍ର ଥିଲା।


ବୁ‌କ୍‌କି ଅବୀଶୂୟର ପୁତ୍ର ଥିଲା। ଅବୀଶୂୟ ପୀନହ‌ସ୍‌ର ପୁତ୍ର ଥିଲା। ପୀନହ‌ସ୍‌ ଇଲିୟାସର ପୁତ୍ର ଥିଲା। ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର ଥିଲା। ଏଜ୍ରା ବାବିଲରୁ ଯିରୁଶାଲମକୁ ଆସିଲେ। ଏଜ୍ରା ଜଣେ ଶିକ୍ଷକ ଥିଲେ। ସେ ମୋଶାଙ୍କର ବ୍ୟବସ୍ଥା ଖୁବ୍ ଭଲ ରୂପେ ଜାଣିଥିଲେ। ମୋଶାଙ୍କର ବ୍ୟବସ୍ଥା ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଥିଲା। ରାଜା ଅର୍ତ୍ତକ୍ଷସ୍ତ ଏଜ୍ରାଙ୍କୁ ସବୁ ଦେଲେ ଯାହା ସେ ମାଗିଲେ। କାରଣ ସଦାପ୍ରଭୁ ଏଜ୍ରାଙ୍କ ସହିତ ଥିଲେ।


Swiv nou:

Piblisite


Piblisite