ଏଜ୍ରା 8:21 - ପବିତ୍ର ବାଇବଲ21 ଏହା ପରେ ଆମ୍ଭମାନଙ୍କ ନିମନ୍ତେ, ଆମ୍ଭମାନଙ୍କ ସନ୍ତାନମାନଙ୍କ ନିମନ୍ତେ, ଆମ୍ଭମାନଙ୍କର ସମସ୍ତ ସାମଗ୍ରୀ ନିମନ୍ତେ ଓ ସକଳ ସମ୍ପତ୍ତି ପାଇଁ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ମୁଁ ଅହିବା ନଦୀ ନିକଟରେ ଉପବାସ ଘୋଷଣା କଲି। Gade chapit laପବିତ୍ର ବାଇବଲ (Re-edited) - (BSI)21 ଏଉତ୍ତାରେ ଆମ୍ଭମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ବାଳକ ବାଳିକା ଓ ସକଳ ସମ୍ପତ୍ତି ନିମନ୍ତେ ଏକ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ଆମ୍ଭେ ଅହବା ନଦୀ ନିକଟରେ ଉପବାସର ଘୋଷଣା କଲୁ । Gade chapit laଓଡିଆ ବାଇବେଲ21 ଏଥିଉତ୍ତାରେ ଆମ୍ଭମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ବାଳକ ବାଳିକା ଓ ସକଳ ସମ୍ପତ୍ତି ନିମନ୍ତେ ଏକ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ଆମ୍ଭେ ଅହବା ନଦୀ ନିକଟରେ ଉପବାସର ଘୋଷଣା କଲୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିଉତ୍ତାରେ ଆମ୍ଭମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ବାଳକ ବାଳିକା ଓ ସକଳ ସମ୍ପତ୍ତି ନିମନ୍ତେ ଏକ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ଆମ୍ଭେ ଅହବା ନଦୀ ନିକଟରେ ଉପବାସର ଘୋଷଣା କଲୁ। Gade chapit la |