Biblia Todo Logo
Bib sou entènèt

- Piblisite -




ଏଜ୍ରା 8:25 - ପବିତ୍ର ବାଇବଲ

25 ଆଉ ରାଜା ଓ ତାହାଙ୍କ ମନ୍ତ୍ରୀଗଣ ଓ ତାହାର ଅଧିପତିମାନେ ଓ ଉପସ୍ଥିତ ଇସ୍ରାଏଲ ସମସ୍ତ ଲୋକେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ମନ୍ଦିର ନିମନ୍ତେ ଯେଉଁ ରୂପା, ସୁନା ଓ ପାତ୍ରମାନସବୁ ଉପହାର କରିଥିଲେ, ତାହା ମୁଁ ସେମାନଙ୍କୁ ତୌଲି ଦେଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଆଉ, ରାଜା ଓ ତାହାର ମନ୍ତ୍ରୀଗଣ ଓ ତାହାର ଅଧିପତିମାନେ ଓ ଉପସ୍ଥିତ ଇସ୍ରାଏଲ ଲୋକ ସମସ୍ତେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ନିମନ୍ତେ ଯେଉଁ ରୂପା ଓ ସୁନା ଓ ପାତ୍ରସବୁ ଉପହାର ରୂପେ ପ୍ରଦାନ କରିଥିଲେ, ତାହା ସେମାନଙ୍କୁ ତୌଲି ଦେଲି;

Gade chapit la Kopi

ଓଡିଆ ବାଇବେଲ

25 ଆଉ, ରାଜା ଓ ତାହାର ମନ୍ତ୍ରୀଗଣ ଓ ତାହାର ଅଧିପତିମାନେ ଓ ଉପସ୍ଥିତ ଇସ୍ରାଏଲ ଲୋକ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ନିମନ୍ତେ ଯେଉଁ ରୂପା ଓ ସୁନା ଓ ପାତ୍ରସକଳ ଉପହାର ରୂପେ ପ୍ରଦାନ କରିଥିଲେ, ତାହା ସେମାନଙ୍କୁ ତୌଲି ଦେଲି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ, ରାଜା ଓ ତାହାର ମନ୍ତ୍ରୀଗଣ ଓ ତାହାର ଅଧିପତିମାନେ ଓ ଉପସ୍ଥିତ ଇସ୍ରାଏଲ ଲୋକ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ନିମନ୍ତେ ଯେଉଁ ରୂପା ଓ ସୁନା ଓ ପାତ୍ରସକଳ ଉପହାର ରୂପେ ପ୍ରଦାନ କରିଥିଲେ, ତାହା ସେମାନଙ୍କୁ ତୌଲି ଦେଲି;

Gade chapit la Kopi




ଏଜ୍ରା 8:25
7 Referans Kwoze  

ଏହା ପରେ ଚତୁର୍ଥ ଦିନ ସେହି ରୂପା ଓ ସୁନାପାତ୍ର ସକଳ ଆମ୍ଭମାନଙ୍କ ପରମେଶ୍ୱରଙ୍କ ମନ୍ଦିରରେ ତୌଲାଯାଇ ଊରିୟ ଯାଜକର ପୁତ୍ର ମରେମୋତ୍ ହସ୍ତରେ ଦିଆଗଲା। ତାହା ସଙ୍ଗେ ପୀନହ‌ସ୍‌ର ପୁତ୍ର ଏଲିୟାସର ଥିଲା। ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍ ଓ ବିନ୍ନୂୟିର ପୁତ୍ର ନୋୟଦିୟ ଏହି ଲେବୀୟମାନେ ଥିଲେ।


ପାରସ୍ୟର ରାଜା କୋରସ୍ କୋଷାଧ୍ୟକ୍ଷ ମିତ୍ରଦାତକୁ ସେମାନଙ୍କୁ ଦେଲେ ଏବଂ ସେ ସେମାନଙ୍କୁ ଯିହୁଦାର ରାଜପୁତ୍ର ଶେଶବସରଙ୍କର ଉପସ୍ଥିତିରେ ଗଣିଲେ।


ଭାଇ ଓ ଭଉଣୀମାନେ! ଯାହା ସତ୍ୟ, ସମ୍ମାନଜନକ, ଯଥାର୍ଥ, ଶୁଦ୍ଧ, ଆଦରଣୀୟ, ପ୍ରୀତିଭାଜନ ଓ କୌଣସି ସଦ୍‌‌ଗୁଣ ଓ ପ୍ରଶଂସାର ଥାଏ, ସେହି ବିଷୟ ଗୁଡ଼ିକରେ ମନୋଯୋଗ କର।


ସେମାନେ ନିଜ ନିଜ ଶକ୍ତି ଅନୁସାରେ ସେହି କର୍ମର ଭଣ୍ତାରରେ 61,000 ଡାରିକ ନାମକ ସ୍ୱର୍ଣ୍ଣମୂଦ୍ରା ଓ 5,000 ପାଉଣ୍ତ ରୂପା ଓ ଯାଜକମାନଙ୍କ ନିମନ୍ତେ 100 ବସ୍ତ୍ର ଦେଲେ।


ପ୍ରତ୍ୟେକ ରୂପା ପାତ୍ର 130 ଶେକଲ ପ୍ରତ୍ୟେକ ରୂପାଗିନା ସତୁରି ଶେକଲ ଏହି ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଅଧିକୃତ ମାପ ଅନୁସାରେ ଷାଠିଏ ପାଉଣ୍ତ ଓଜନ ଥିଲା।


Swiv nou:

Piblisite


Piblisite