ଏଜ୍ରା 8:3 - ପବିତ୍ର ବାଇବଲ3 ଶଖନିୟର ଭବିଷ୍ୟଦ୍ ବଂଶଧରମାନଙ୍କ ମଧ୍ୟରୁ, ପରିୟୋଶର ଭବିଷ୍ୟଦ୍ ବଂଶଧରମାନଙ୍କ ମଧ୍ୟରୁ ଜିଖରିୟ ଏବଂ 150 ଜଣ ପୁରୁଷ ତାଙ୍କ ସହିତ ପଞ୍ଜିକୃତ ହୋଇଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ପରିୟୋଗର ସନ୍ତାନଗଣ ମଧ୍ୟରୁ; ଶଖନୀୟର ସନ୍ତାନଗଣ ମଧ୍ୟରୁ ଜିଖରୀୟ ଏ ପୁରୁଷମାନଙ୍କ ବଂଶାବଳୀ-କ୍ରମେ ତାହା ସଙ୍ଗେ ଗଣିତ ଏକ ଶହ ପଚାଶ ଜଣ। Gade chapit laଓଡିଆ ବାଇବେଲ3 ଶଖନୀୟର ସନ୍ତାନଗଣ ମଧ୍ୟରୁ; ପରିୟୋଶର ସନ୍ତାନଗଣ ମଧ୍ୟରୁ ଜିଖରୀୟ ଓ ପୁରୁଷମାନଙ୍କ ବଂଶାବଳୀକ୍ରମେ ତାହା ସଙ୍ଗେ ଗଣିତ ଏକ ଶହ ପଚାଶ ଜଣ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଶଖନୀୟର ସନ୍ତାନଗଣ ମଧ୍ୟରୁ; ପରିୟୋଶର ସନ୍ତାନଗଣ ମଧ୍ୟରୁ ଜିଖରୀୟ ଓ ପୁରୁଷମାନଙ୍କ ବଂଶାବଳୀ କ୍ରମେ ତାହା ସଙ୍ଗେ ଗଣିତ ଏକ ଶହ ପଚାଶ ଜଣ। Gade chapit la |