Biblia Todo Logo
Bib sou entènèt

- Piblisite -




ଏଜ୍ରା 8:4 - ପବିତ୍ର ବାଇବଲ

4 ପହତ୍ ମୋୟାବର ବଂଶଧରମାନଙ୍କ ମଧ୍ୟରୁ ସରହିୟର ପୁତ୍ର ଇଲୀହୋ-ଐନୟ ଓ ତାହା ସଙ୍ଗେ 200 ପୁରୁଷ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପହତ୍-ମୋୟାବର ସନ୍ତାନଗଣ ମଧ୍ୟରୁ ସରହୀୟର ପୁତ୍ର ଇଲୀହୋ-ଐନୟ ଓ ତାହା ସଙ୍ଗେ ଦୁଇ ଶହ ପୁରୁଷ।

Gade chapit la Kopi

ଓଡିଆ ବାଇବେଲ

4 ପହତ୍‍-ମୋୟାବର ସନ୍ତାନଗଣ ମଧ୍ୟରୁ ସରହୀୟର ପୁତ୍ର ଇଲୀହୋଐନୟ ଓ ତାହା ସଙ୍ଗେ ଦୁଇ ଶହ ପୁରୁଷ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପହତ୍‍-ମୋୟାବର ସନ୍ତାନଗଣ ମଧ୍ୟରୁ ସରହୀୟର ପୁତ୍ର ଇଲୀହୋଐନୟ ଓ ତାହା ସଙ୍ଗେ ଦୁଇ ଶହ ପୁରୁଷ।

Gade chapit la Kopi




ଏଜ୍ରା 8:4
6 Referans Kwoze  

ଯେଶୂୟ ଓ ଯୋୟାବର ପରିବାର ମଧ୍ୟରୁ ପହତ୍ ମୋୟାବର ବଂଶଧର 2,812 ଜଣ।


ଏହି ଲୋକମାନଙ୍କର ପ୍ରଧାନ ବର୍ଗମାନେ, ପରିୟୋଶ୍, ପହତ୍-ମୋୟାବ, ଏଲମ୍, ସତ୍ତୁ, ବାନି,


ଯେଶୂୟ ଓ ଯୋୟାବର ପରିବାର ମଧ୍ୟରୁ ପହ‌ତ୍‌ମୋୟାବର ବଂଶଧର 2,818 ଜଣ।


ଶଖନିୟର ଭବିଷ୍ୟଦ୍ ବଂଶଧରମାନଙ୍କ ମଧ୍ୟରୁ, ପରିୟୋଶର ଭବିଷ୍ୟଦ୍ ବଂଶଧରମାନଙ୍କ ମଧ୍ୟରୁ ଜିଖରିୟ ଏବଂ 150 ଜଣ ପୁରୁଷ ତାଙ୍କ ସହିତ ପଞ୍ଜିକୃତ ହୋଇଥିଲେ।


ଏବଂ ଜାତୁଙ୍କର ଭବିଷ୍ୟଦ୍ ବଂଶଧରମାନଙ୍କ ମଧ୍ୟରୁ ଯହସୀୟେଲର ପୁତ୍ର ଶଖନିୟ ଏବଂ ତାହା ସଙ୍ଗେ 300 ପୁରୁଷ।


ଆଉ ପହତ୍ ମୋୟାବର ବଂଶଧରଗଣ ମଧ୍ୟରୁ ଅଦନ, କଲାଲ୍, ବନାୟ, ମାସେୟ, ମତ୍ତିନିୟ, ବତ୍ସଲେଲ, ବନ୍ନୁୟୀ ଓ ମନଃଶି।


Swiv nou:

Piblisite


Piblisite