ଏଜ୍ରା 9:7 - ପବିତ୍ର ବାଇବଲ7 ଆମ୍ଭମାନଙ୍କ ପୂର୍ବପୁରୁଷଗଣର ସମୟାବଧି ଆଜି ପର୍ଯ୍ୟନ୍ତ ଆମ୍ଭେମାନେ ଅତିଶୟ ଦୋଷୀ ହୋଇଅଛୁ। ଆମ୍ଭମାନଙ୍କର ଅପରାଧ ପାଇଁ ଆଜିର ନ୍ୟାୟ ଆମ୍ଭେମାନେ ଆମ୍ଭମାନଙ୍କ ରାଜଗଣ ଓ ଆମ୍ଭମାନଙ୍କ ଯାଜକଗଣ ନାନା ଦେଶୀୟ ରାଜଗଣ ହସ୍ତରେ, ଖଡ଼୍ଗରେ, ବନ୍ଦୀତ୍ୱରେ ଓ ଅପମାନିତ ହେବା ପାଇଁ ସମର୍ପିତ ହୋଇଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆମ୍ଭମାନଙ୍କ ପୂର୍ବପୁରୁଷଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେମାନେ ଅତିଶୟ ଦୋଷୀ ହୋଇଅଛୁ; ଆପଣାମାନଙ୍କ ଅପରାଧ ସକାଶୁ ଆଜିର ନ୍ୟାୟ ଆମ୍ଭେମାନେ, ଆମ୍ଭମାନଙ୍କ ରାଜଗଣ ଓ ଆମ୍ଭମାନଙ୍କ ଯାଜକଗଣ ନାନା ଦେଶୀୟ ରାଜଗଣ ହସ୍ତରେ, ଖଡ଼୍ଗରେ, ବନ୍ଦୀତ୍ଵରେ ଓ ଲୁଟରେ ଓ ମୁଖ-ବିଷଣ୍ଣତାରେ ସମର୍ପିତ ହୋଇଅଛୁ। Gade chapit laଓଡିଆ ବାଇବେଲ7 ଆମ୍ଭମାନଙ୍କ ପୂର୍ବପୁରୁଷଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେମାନେ ଅତିଶୟ ଦୋଷୀ ହୋଇଅଛୁ; ଆପଣାମାନଙ୍କ ଅପରାଧ ସକାଶୁ ଆଜିର ନ୍ୟାୟ ଆମ୍ଭେମାନେ, ଆମ୍ଭମାନଙ୍କ ରାଜାଗଣ ଓ ଆମ୍ଭମାନଙ୍କ ଯାଜକଗଣ ନାନା ଦେଶୀୟ ରାଜାଗଣ ହସ୍ତରେ, ଖଡ୍ଗରେ, ବନ୍ଦୀତ୍ୱରେ ଓ ଲୁଟରେ ଓ ମୁଖ ବିଷଣ୍ଣତାରେ ସମର୍ପିତ ହୋଇଅଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆମ୍ଭମାନଙ୍କ ପୂର୍ବପୁରୁଷଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେମାନେ ଅତିଶୟ ଦୋଷୀ ହୋଇଅଛୁ; ଆପଣାମାନଙ୍କ ଅପରାଧ ସକାଶୁ ଆଜିର ନ୍ୟାୟ ଆମ୍ଭେମାନେ, ଆମ୍ଭମାନଙ୍କ ରାଜାଗଣ ଓ ଆମ୍ଭମାନଙ୍କ ଯାଜକଗଣ ନାନା ଦେଶୀୟ ରାଜାଗଣ ହସ୍ତରେ, ଖଡ୍ଗରେ, ବନ୍ଦୀତ୍ୱରେ ଓ ଲୁଟରେ ଓ ମୁଖ ବିଷଣ୍ଣତାରେ ସମର୍ପିତ ହୋଇଅଛୁ। Gade chapit la |
ଆମ୍ଭେମାନେ ନିଜ ଲଜ୍ଜାରେ ଅବନତ ହେଉ। ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ। କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ବାଲ୍ୟକାଳରୁ ଅଦ୍ୟାବଧି ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟକୁ ଅବମାନନା କରିଅଛୁ।’”