ଏଜ୍ରା 9:8 - ପବିତ୍ର ବାଇବଲ8 “ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କ ମୁଖ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ନିର୍ବାସିତ ଅବସ୍ଥାରେ ଆମ୍ଭମାନଙ୍କୁ ନିଶ୍ଚିତ ଆଶ୍ୱାସନା ଦେବେ। ଆମ୍ଭମାନଙ୍କୁ ରକ୍ଷା କରିବା ପାଇଁ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପାଇଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)8 ପୁଣି, ଆମ୍ଭମାନଙ୍କ ପରମେଶ୍ଵର ଯେପରି ଆମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କୁ କିଞ୍ଚିତ୍ ଆଶ୍ଵାସ ଦେବେ, ଏଥିପାଇଁ ରକ୍ଷାର୍ଥେ ଆମ୍ଭମାନଙ୍କୁ ଅବଶିଷ୍ଟ ରଖିବାକୁ ଓ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପ୍ରକାଶିତ ହୋଇଅଛି। Gade chapit laଓଡିଆ ବାଇବେଲ8 ପୁଣି, ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କୁ କିଞ୍ଚିତ୍ ଆଶ୍ୱାସ ଦେବେ, ଏଥିପାଇଁ ରକ୍ଷାର୍ଥେ ଆମ୍ଭମାନଙ୍କୁ ଅବଶିଷ୍ଟ ରଖିବାକୁ ଓ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପ୍ରକାଶିତ ହୋଇଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କୁ କିଞ୍ଚିତ୍ ଆଶ୍ୱାସ ଦେବେ, ଏଥିପାଇଁ ରକ୍ଷାର୍ଥେ ଆମ୍ଭମାନଙ୍କୁ ଅବଶିଷ୍ଟ ରଖିବାକୁ ଓ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପ୍ରକାଶିତ ହୋଇଅଛି। Gade chapit la |
ହେ ସଦାପ୍ରଭୁ, ମୁଁ ତୁମ୍ଭ ପ୍ରସିଦ୍ଧ ବିଷୟରେ ଶୁଣିଛି ଏବଂ ମୁଁ ପରମେଶ୍ୱରଙ୍କ ଭୟରେ ପରିପୂର୍ଣ୍ଣ ହୋଇଛି। ହେ ସଦାପ୍ରଭୁ, ଅତୀତରେ ଯେଉଁସବୁ ଶକ୍ତିଶାଳୀ କାର୍ଯ୍ୟ କରିଛ, ସେଥିରେ ମୁଁ ଆଶ୍ଚର୍ଯ୍ୟାନ୍ୱିତ। ବର୍ତ୍ତମାନ ମୁଁ ପ୍ରାର୍ଥନା କରୁଛି ତୁମ୍ଭେ ଆମ୍ଭ ବିଷୟରେ ଅନେକ ବଡ଼ କାର୍ଯ୍ୟ କରିବ। ଆମ୍ଭ ସମୟରେ ଏହିସବୁ ଘଟୁ ତୁମ୍ଭେ ଦୟାପୂର୍ବକ କର। ତୁମ୍ଭର ସେହି କ୍ରୋଧିତ ଅବସ୍ଥାରେ ଆମ୍ଭ ପ୍ରତି ଦୟା କର। ସେଲା
ଯେ ବିଜୟୀ ହୁଏ, ତାହାକୁ ମୁଁ ମୋର ପରମେଶ୍ୱରଙ୍କ ମନ୍ଦିରରେ ଗୋଟିଏ ସ୍ତମ୍ଭ ସ୍ୱରୂପ ରଖିବି। ସେ କଦାପି ସେଠାରୁ ସ୍ଥାନଚ୍ୟୁତ ହେବ ନାହିଁ। ମୁଁ ସେହି ଲୋକ ଉପରେ ପରମେଶ୍ୱରଙ୍କ ନାମ ଲେଖିବି। ମୋ’ ପରମେଶ୍ୱରଙ୍କର ନଗରର ନାମ ମଧ୍ୟ ମୁଁ ତା’ ଉପରେ ଲେଖିବି। ଏହି ନଗରର ନାମ “ନୂତନ ଯିରୁଶାଲମ”। ସେହି ନଗର ମୋହର ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ଆସୁଅଛି। ମୁଁ ମୋର ନୂତନ ନାମ ମଧ୍ୟ ସେହି ଲୋକ ଉପରେ ଲେଖିବି।
ହଁ, ଆମ୍ଭେମାନେ ବନ୍ଦୀ ଥିଲୁ। କିନ୍ତୁ ତୁମ୍ଭେ ଆମ୍ଭକୁ ବେଶିଦିନ ନିର୍ବାସିତ କରି ରଖି ନ ଥିଲ। ତୁମ୍ଭେ ଆମ୍ଭ ପ୍ରତି ଦୟା କରିଥିଲ। ତୁମ୍ଭ ଯୋଗୁଁ ପାରସ୍ୟର ରାଜା ଆମ୍ଭ ପ୍ରତି ଦୟା ଦେଖାଇ ଥିଲେ। ତୁମ୍ଭର ମନ୍ଦିର ଧ୍ୱଂସ ହୋଇ ଯାଇଥିଲା। ଏବଂ ଆମ୍ଭେ ଏହାକୁ ପୁନଃନିର୍ମାଣ କରି ଏହାକୁ ନୂତନ ଜୀବନ ଦେଲୁ। ପରମେଶ୍ୱର, ତୁମ୍ଭେ ଯିହୁଦା ଓ ଯିରୁଶାଲମରେ ପ୍ରାଚୀର ଦେବା ପାଇଁ ଆମ୍ଭର ସହାୟ ହେଲ।