ଗାଲାତୀୟ 1:12 - ପବିତ୍ର ବାଇବଲ12 ମୁଁ ସେହି ସୁସମାଗ୍ଭର ମଣିଷମାନଙ୍କ ପାଖରୁ ପାଇ ନାହିଁ। କୌଣସି ମଣିଷ ମୋତେ ତାହା ଶିକ୍ଷା ଦେଇ ନାହିଁ, ବରଂ ଯୀଶୁ ଖ୍ରୀଷ୍ଟ ସେହି ସୁସମାଗ୍ଭର ମୋ’ ଆଗରେ ପ୍ରକାଶିତ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଯେଣୁ ମୁଁ ତାହା ମନୁଷ୍ୟଠାରୁ ପାଇ ନାହିଁ କିଅବା ଶିକ୍ଷା କରି ନାହିଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତ୍ୟାଦେଶ ଦ୍ଵାରା ପାଇଅଛି। Gade chapit laଓଡିଆ ବାଇବେଲ12 ଯେଣୁ ମୁଁ ତାହା ମନୁଷ୍ୟଠାରୁ ପାଇ ନାହିଁ କିଅବା ଶିକ୍ଷା କରି ନାହିଁ, କିନ୍ତୁ ଯୀଶୁଖ୍ରୀଷ୍ଟଙ୍କ ପ୍ରତ୍ୟାଦେଶ ଦ୍ୱାରା ପାଇଅଛି । Gade chapit laପବିତ୍ର ବାଇବଲ (CL) NT (BSI)12 ମୁଁ କୌଣସି ମନୁଷ୍ୟଠାରୁ ତାହା ପ୍ରାପ୍ତ ହୋଇ ନାହିଁ, କିଅବା କେହି ମୋତେ ତାହା ଶିକ୍ଷା ଦେଇ ନାହାନ୍ତି। ସ୍ୱୟଂ ଯୀଶୁ ଖ୍ରୀଷ୍ଟ ତାହା ମୋ’ ନିକଟରେ ପ୍ରକାଶ କରିଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେଣୁ ମୁଁ ତାହା ମନୁଷ୍ୟଠାରୁ ପାଇ ନାହିଁ କିଅବା ଶିକ୍ଷା କରି ନାହିଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତ୍ୟାଦେଶ ଦ୍ୱାରା ପାଇଅଛି। Gade chapit la |
ଯିରୁଶାଲମ ଯିବା ପାଇଁ ପରମେଶ୍ୱର ମୋତେ ପ୍ରକାଶ କରିଥିବାରୁ ମୁଁ ସେଠାକୁ ଯାଇଥିଲି। ବିଶ୍ୱାସୀ ଲୋକମାନଙ୍କ ମଧ୍ୟରେ ଥିବା ନେତୃସ୍ଥାନୀୟ ଲୋକମାନଙ୍କ ପାଖକୁ ମୁଁ ଗଲି। ଯେତେବେଳେ ଆମ୍ଭେମାନେ ଏକାନ୍ତରେ ଥିଲୁ, ସେତେବେଳେ ସେମାନଙ୍କୁ ମୁଁ ପ୍ରଗ୍ଭର କରୁଥିବା ସୁସମାଗ୍ଭର ଶୁଣାଇଲି। ମୁଁ ଅଣଯିହୂଦୀମାନଙ୍କୁ ଆଗରୁ ଏହି ସୁସମାଗ୍ଭର ଶୁଣାଇ ସାରି ଥିଲି। ଏହା ଦ୍ୱାରା ମୁଁ ଇଚ୍ଛା କଲି ଯେ, ମୁଁ ଯେଉଁ କାମ ପୂର୍ବରୁ କରି ସାରିଥିଲି ଓ ଏବେ ଯାହା କରୁଛି, ଯେପରି ସେ ସବୁ ବିଫଳ ନ ହୁଏ।