ଗାଲାତୀୟ 1:24 - ପବିତ୍ର ବାଇବଲ24 ମୋ’ ପ୍ରତି ଯାହା ଘଟିଲା, ସେଥିପାଇଁ ସେମାନେ ପରମେଶ୍ୱରଙ୍କୁ ପ୍ରଶଂସା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)24 ଆଉ ସେମାନେ ମୋʼ ସକାଶେ ଈଶ୍ଵରଙ୍କ ପ୍ରଶଂସା କରୁଥିଲେ। Gade chapit laଓଡିଆ ବାଇବେଲ24 ଆଉ ସେମାନେ ମୋ' ସକାଶେ ଈଶ୍ୱରଙ୍କ ପ୍ରଶଂସା କରୁଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)24 ସେଥିଯୋଗୁଁ ସେମାନେ ମୋ’ ନିମନ୍ତେ ଈଶ୍ୱରଙ୍କ ପ୍ରଶଂସା କରିଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଆଉ ସେମାନେ ମୋʼ ସକାଶେ ଈଶ୍ବରଙ୍କ ପ୍ରଶଂସା କରୁଥିଲେ। Gade chapit la |
ତୁମ୍ଭମାନଙ୍କର ଏହି ସେବା ତୁମ୍ଭମାନଙ୍କର ବିଶ୍ୱାସର ପ୍ରମାଣ ଅଟେ। ଏହା ଦ୍ୱାରା ଲୋକେ ପରମେଶ୍ୱରଙ୍କୁ ପ୍ରଶଂସା କରିବେ, କାରଣ ତୁମ୍ଭେମାନେ ଯେ କେବଳ ବିଶ୍ୱାସକୁ ସ୍ୱୀକାର କରୁଛ ତା’ ନୁହେଁ, ବରଂ ଖ୍ରୀଷ୍ଟଙ୍କର ବ୍ୟବହାରିକ ସୁସମାଗ୍ଭରକୁ ଅନୁସରଣ କରୁଛ। ତୁମ୍ଭେମାନେ ସେମାନଙ୍କ ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉଦାର ଭାବେ ଦାନ କରୁଥିବାରୁ ଲୋକେ ପରମେଶ୍ୱରଙ୍କ ପ୍ରଶଂସା କରିବେ।