Biblia Todo Logo
Bib sou entènèt

- Piblisite -




ଗାଲାତୀୟ 1:3 - ପବିତ୍ର ବାଇବଲ

3 ମୁଁ ପ୍ରାର୍ଥନା କରେ ଯେ, ଆମ୍ଭ ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ମିଳୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ-ଠାରୁଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ;

Gade chapit la Kopi

ଓଡିଆ ବାଇବେଲ

3 ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଆମ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ;

Gade chapit la Kopi




ଗାଲାତୀୟ 1:3
11 Referans Kwoze  

ପରମପିତା ପରମେଶ୍ୱର ଓ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଦୟା, ଅନୁଗ୍ରହ ଓ ଶାନ୍ତି ଆମ୍ଭ ସହିତ ରହିବ। ଆମ୍ଭେ ସତ୍ୟ ଓ ପ୍ରେମ ଦ୍ୱାରା ତାହାଙ୍କଠାରୁ ଏହି ଆଶୀର୍ବାଦ ଲାଭ କରୁ।


ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କଠାରେ ରହିଥାଉ।


କଲସୀରେ ରହୁଥିବା ଖ୍ରୀଷ୍ଟଙ୍କଠାରେ ପବିତ୍ର ଓ ବିଶ୍ୱସ୍ତ ଭାଇ ଓ ଭଉଣୀମାନଙ୍କୁ ଲେଖୁଛି: ଆମର ପିତା ପରମେଶ୍ୱରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ସହିତ ରହୁ।


ଆମ୍ଭ ପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।


ଆମ୍ଭର ପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ଉପରେ ବର୍ତ୍ତୁ। ପାଉଲ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ।


ପାଉଲ, ସିଲ୍ୱାନ୍ ଓ ତୀମଥିଙ୍କଠାରୁ ଥେସଲନୀକୀୟ ମଣ୍ଡଳୀ ନିକଟକୁ ପତ୍ର। ଏହି ମଣ୍ଡଳୀଟି ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଅଛି। ତୁମ୍ଭମାନଙ୍କ ପ୍ରତି ପରମେଶ୍ୱରଙ୍କ ଅନୁଗ୍ରହ ଓ ଶାନ୍ତି ହେଉ।


ତୁମ୍ଭମାନଙ୍କୁ ଆମ୍ଭର ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ମିଳୁ।


ଆମ୍ଭର ପିତା ପରମେଶ୍ୱର ଓ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ମିଳୁ।


ପରମପିତା ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଯୀଶୁ ଖ୍ରୀଷ୍ଟ ଆମ୍ଭ ପାପଗୁଡ଼ିକ ପାଇଁ ଓ ଆମ୍ଭେ ରହୁଥିବା ପାପ ସଂସାରରୁ ଆମ୍ଭକୁ ମୁକ୍ତ କରିବା ପାଇଁ ନିଜକୁ ସମର୍ପିତ କଲେ।


Swiv nou:

Piblisite


Piblisite