ଗାଲାତୀୟ 1:6 - ପବିତ୍ର ବାଇବଲ6 ଅଳ୍ପକ୍ଷଣ ପୂର୍ବରୁ ପରମେଶ୍ୱର ତାହାଙ୍କର ଅନୁଗମନ କରିବା ନିମନ୍ତେ ତୁମ୍ଭମାନଙ୍କୁ ତାହାଙ୍କ ଅନୁଗ୍ରହରେ ଖ୍ରୀଷ୍ଟଙ୍କ ମାଧ୍ୟମରେ ଡାକିଥିଲେ। କିନ୍ତୁ ଏବେ ମୁଁ ଏହା ଜାଣି ଅତି ଆଶ୍ଚର୍ଯ୍ୟ ହେଲି ଯେ, ତୁମ୍ଭେମାନେ ସେହି ପରମେଶ୍ୱରଙ୍କଠାରୁ ଦୂରେଇ ଯାଇ, କୌଣସି ଅନ୍ୟ ସୁସମାଗ୍ଭରକୁ ବିଶ୍ୱାସ କରୁଛ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ଵାନ କଲେ, ତାହାଙ୍କ-ଠାରୁ ତୁମ୍ଭେମାନେ ଯେ ଏଡ଼େ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି; Gade chapit laଓଡିଆ ବାଇବେଲ6 ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ୱାନ କଲେ, ତାହାଙ୍କଠାରୁ ତୁମ୍ଭେମାନେ ଯେ ଏତେ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି; Gade chapit laପବିତ୍ର ବାଇବଲ (CL) NT (BSI)6 ଖ୍ରୀଷ୍ଟଙ୍କ ଅନୁଗ୍ରହ ଦ୍ୱାରା ଯେ ତୁମ୍ଭମାନଙ୍କୁ ଆହ୍ୱାନ କରିଥିଲେ, ଏତେ ଶୀଘ୍ର ତୁମେ ତାଙ୍କୁ ପରିତ୍ୟାଗ କରି ଅନ୍ୟ ଏକ ସୁସମାଚାର ପ୍ରତି ଆକୃଷ୍ଟ ହୋଇଅଛ, ଏଥିରେ ମୁଁ ବିସ୍ମିତ ହେଉଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ୱାନ କଲେ, ତାହାଙ୍କଠାରୁ ତୁମ୍ଭେମାନେ ଯେ ଏତେ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି; Gade chapit la |
ଯିରୁଶାଲମ ଯିବା ପାଇଁ ପରମେଶ୍ୱର ମୋତେ ପ୍ରକାଶ କରିଥିବାରୁ ମୁଁ ସେଠାକୁ ଯାଇଥିଲି। ବିଶ୍ୱାସୀ ଲୋକମାନଙ୍କ ମଧ୍ୟରେ ଥିବା ନେତୃସ୍ଥାନୀୟ ଲୋକମାନଙ୍କ ପାଖକୁ ମୁଁ ଗଲି। ଯେତେବେଳେ ଆମ୍ଭେମାନେ ଏକାନ୍ତରେ ଥିଲୁ, ସେତେବେଳେ ସେମାନଙ୍କୁ ମୁଁ ପ୍ରଗ୍ଭର କରୁଥିବା ସୁସମାଗ୍ଭର ଶୁଣାଇଲି। ମୁଁ ଅଣଯିହୂଦୀମାନଙ୍କୁ ଆଗରୁ ଏହି ସୁସମାଗ୍ଭର ଶୁଣାଇ ସାରି ଥିଲି। ଏହା ଦ୍ୱାରା ମୁଁ ଇଚ୍ଛା କଲି ଯେ, ମୁଁ ଯେଉଁ କାମ ପୂର୍ବରୁ କରି ସାରିଥିଲି ଓ ଏବେ ଯାହା କରୁଛି, ଯେପରି ସେ ସବୁ ବିଫଳ ନ ହୁଏ।
ଏହି ଯିହୂଦୀମାନେ ଯାହା ଯାହା କଲେ, ମୁଁ ଦେଖିଲି। ସେମାନେ ସୁସମାଗ୍ଭର ସତ୍ୟର ପାଳନ କରୁ ନ ଥିଲେ। ତେଣୁ ସମସ୍ତ ଅନ୍ୟ ଯିହୂଦୀମାନେ ଶୁଣି ପାରିବା ଭଳି ମୁଁ ପିତରଙ୍କୁ କହିଲି: “ପିତର! ତୁମ୍ଭେ ଜଣେ ଯିହୂଦୀ! କିନ୍ତୁ ତୁମ୍ଭେ ଜଣେ ଯିହୂଦୀଙ୍କ ଭଳି ଜୀବନଯାପନ କରୁ ନାହଁ। ତୁମ୍ଭେ ଅଣଯିହୂଦୀଙ୍କ ଭଳି ଜୀବନଯାପନ କରୁଛ। ଅତଏବ, ତୁମ୍ଭେ ଅଣଯିହୂଦୀମାନଙ୍କୁ, ଯିହୂଦୀଲୋକଙ୍କ ଭଳି ଜୀବନଯାପନ କରିବା ପାଇଁ କିପରି ବାଧ୍ୟ କରୁଛ?”