ଗାଲାତୀୟ 2:1 - ପବିତ୍ର ବାଇବଲ1 ମୁଁ ଚଉଦ ବର୍ଷ ପରେ ପୁଣି ଥରେ ଯିରୁଶାଲମକୁ ଗଲି। ବର୍ଣ୍ଣବ୍ବା ଓ ତୀତସଙ୍କୁ ମଧ୍ୟ ସାଙ୍ଗରେ ନେଇ ଥିଲି। Gade chapit laପବିତ୍ର ବାଇବଲ (Re-edited) - (BSI)1 ତାହା ପରେ ଚଉଦ ବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି। Gade chapit laଓଡିଆ ବାଇବେଲ1 ତାହା ପରେ ଚଉଦବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି । Gade chapit laପବିତ୍ର ବାଇବଲ (CL) NT (BSI)1 ଚଉଦ ବର୍ଷ ପରେ ବର୍ଣ୍ଣବାଙ୍କ ସହିତ ମୁଁ ଯିରୂଶାଲମକୁ ଫେରିଲି; ମୋ’ ସଙ୍ଗରେ ତିତସଙ୍କୁ ମଧ୍ୟ ନେଇ ଯାଇଥିଲି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତାହା ପରେ ଚଉଦ ବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମ ସହରକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି। Gade chapit la |
ଯାକୁବ, ପିତର ଓ ଯୋହନ ନେତା ରୂପେ ପରିଗଣିତ ହେଉଥିଲେ। ସେମାନେ ଦେଖିଲେ ଯେ, ପରମେଶ୍ୱର ମୋତେ ଏହି ବିଶେଷ ଅନୁଗ୍ରହ ପ୍ରଦାନ କରିଛନ୍ତି। ସେଥିପାଇଁ ସେମାନେ ବର୍ଣ୍ଣବ୍ବା ଓ ମୋତେ ତାହାଙ୍କର ସହଭାଗୀତାର ଦକ୍ଷିଣହସ୍ତ ପ୍ରଦାନ କଲେ। ଯାକୁବ, ପିତର ଓ ଯୋହନ କହିଲେ, “ପାଉଲ ଓ ବର୍ଣ୍ଣବ୍ବା, ତୁମ୍ଭେମାନେ ଅଣଯିହୂଦୀମାନଙ୍କ ପାଖକୁ ଯିବା କଥାରେ ଆମ୍ଭେମାନେ ରାଜି ଅଛୁ। ମାତ୍ର ଆମ୍ଭେମାନେ ଯିହୂଦୀମାନଙ୍କ ପାଖକୁ ଯିବୁ।”