ଗାଲାତୀୟ 2:5 - ପବିତ୍ର ବାଇବଲ5 କିନ୍ତୁ ସେହି ଭଣ୍ଡ ଭାଇମାନେ ଯାହା କରିବାକୁ ଗ୍ଭହୁଁଥିଲେ, ସେଥିରେ ଆମ୍ଭେ କୌଣସିମତେ ସମ୍ମତ ହେଲୁ ନାହିଁ। ଆମ୍ଭେ ଇଚ୍ଛା କଲୁ ଯେ, ତୁମ୍ଭମାନଙ୍କ ଭିତରେ ସୁସମାଗ୍ଭର ସତ୍ୟ ରହିଥାଉ। Gade chapit laପବିତ୍ର ବାଇବଲ (Re-edited) - (BSI)5 କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ତେମାତ୍ର ଅଧୀନତା ସ୍ଵୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ। Gade chapit laଓଡିଆ ବାଇବେଲ5 କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ । Gade chapit laପବିତ୍ର ବାଇବଲ (CL) NT (BSI)5 କିନ୍ତୁ ତୁମ୍ଭମାନଙ୍କ ପାଇଁ ସୁସମାଚାରର ସତ୍ୟକୁ ବଜାୟ ରଖିବା ପାଇଁ ଆମେ ସେହି ପ୍ରଚାରକମାନଙ୍କୁ କ୍ଷଣେ ହେଲେ ପ୍ରଶ୍ରୟ ଦେଇ ନ ଥିଲୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ। Gade chapit la |
ଏହି ଯିହୂଦୀମାନେ ଯାହା ଯାହା କଲେ, ମୁଁ ଦେଖିଲି। ସେମାନେ ସୁସମାଗ୍ଭର ସତ୍ୟର ପାଳନ କରୁ ନ ଥିଲେ। ତେଣୁ ସମସ୍ତ ଅନ୍ୟ ଯିହୂଦୀମାନେ ଶୁଣି ପାରିବା ଭଳି ମୁଁ ପିତରଙ୍କୁ କହିଲି: “ପିତର! ତୁମ୍ଭେ ଜଣେ ଯିହୂଦୀ! କିନ୍ତୁ ତୁମ୍ଭେ ଜଣେ ଯିହୂଦୀଙ୍କ ଭଳି ଜୀବନଯାପନ କରୁ ନାହଁ। ତୁମ୍ଭେ ଅଣଯିହୂଦୀଙ୍କ ଭଳି ଜୀବନଯାପନ କରୁଛ। ଅତଏବ, ତୁମ୍ଭେ ଅଣଯିହୂଦୀମାନଙ୍କୁ, ଯିହୂଦୀଲୋକଙ୍କ ଭଳି ଜୀବନଯାପନ କରିବା ପାଇଁ କିପରି ବାଧ୍ୟ କରୁଛ?”
ପ୍ରିୟ ବନ୍ଧୁମାନେ, ମୁଁ ତୁମ୍ଭମାନଙ୍କ ପାଖକୁ ଆମ୍ଭେ ସମସ୍ତେ ଅଂଶୀଦାର ହୋଇଥିବା ପରିତ୍ରାଣ ସମ୍ବନ୍ଧରେ ଲେଖିବା ପାଇଁ ବହୁତ ଇଚ୍ଛା କରୁଥିଲି। କିନ୍ତୁ ତାହା ବଦଳରେ ମୁଁ ଅନ୍ୟ କଥା ଲେଖିବା ଆବଶ୍ୟକ ଇଚ୍ଛା କଲି; ମୁଁ ତୁମ୍ଭକୁ ବିଶ୍ୱାସ ସକାଶେ କଠିନ ପରିଶ୍ରମ କରିବା ପାଇଁ ଉତ୍ସାହିତ କରିବାକୁ ଗ୍ଭହେଁ। ପରମେଶ୍ୱର ତାହାଙ୍କର ପବିତ୍ର ଲୋକମାନଙ୍କୁ ସେହି ବିଶ୍ୱାସ ଦେଇଥିଲେ। ପରମେଶ୍ୱର ଏକାଥରକେ ଏହି ବିଶ୍ୱାସ ଦେଇଛନ୍ତି ଓ ଏହା ସବୁଦିନ ପାଇଁ ଉତ୍ତମ।