ଗାଲାତୀୟ 2:6 - ପବିତ୍ର ବାଇବଲ
6 କିନ୍ତୁ ସେହି “ପ୍ରତିଷ୍ଠିତ” ଲୋକମାନେ ମୁଁ କହିଥିବା ସୁସମାଗ୍ଭରର ପରିବର୍ତ୍ତନ କଲେ ନାହିଁ। ମୋ’ ପାଇଁ କିଏ ପ୍ରତିଷ୍ଠିତ ବା ନୁହେଁ, ତାହାର କିଛି ଅର୍ଥ ନାହିଁ। ପରମେଶ୍ୱରଙ୍କ ନିକଟରେ ସମସ୍ତେ ସମାନ।
Gade chapit la Kopi
6 ଆଉ ଯେଉଁମାନେ ଗଣ୍ୟମାନ୍ୟ ବୋଲି ଖ୍ୟାତ (ସେମାନେ କିପ୍ରକାର ଲୋକ ଥିଲେ, ସେଥିରେ ମୋହର ଯାଏ ଆସେ ନାହିଁ; ଈଶ୍ଵର ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ), ସେହି ଗଣ୍ୟମାନ୍ୟ ବ୍ୟକ୍ତିମାନେ ମୋତେ କିଛି ନୂଆ ଶିକ୍ଷା ଦେଲେ ନାହିଁ,
Gade chapit la Kopi
6 ଆଉ ଯେଉଁମାନେ ଗଣ୍ୟମାନ୍ୟ ବୋଲି ଖ୍ୟାତ (ସେମାନେ କି ପ୍ରକାର ଲୋକ ଥିଲେ, ସେଥିରେ ମୋହର ଯାଏ ଆସେ ନାହିଁ; ଈଶ୍ୱର ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ), ସେହି ଗଣ୍ୟମାନ୍ୟ ବ୍ୟକ୍ତିମାନେ ମୋତେ କିଛି ନୂଆ ଶିକ୍ଷା ଦେଲେ ନାହିଁ,
Gade chapit la Kopi
6 କିନ୍ତୁ ଯେଉଁମାନେ ନେତା ବୋଲି ବିବେଚିତ ହେଉଥିଲେ, ସେମାନେ ଯେ କେହି ହୁଅନ୍ତୁ, ସେଥିରେ ମୋର କିଛି ଯାଏ ଆସେ ନାହିଁ; କାରଣ ବାହ୍ୟିକ ଆଚରଣ ଦେଖି ଈଶ୍ୱର କାହାର ବିଚାର କରନ୍ତି ନାହିଁ - ସେହି ନେତାମାନେ ମୋତେ କୌଣସି ନୂତନ ପ୍ରସ୍ତାବ ଦେଇ ନ ଥିଲେ।
Gade chapit la Kopi
6 ଆଉ ଯେଉଁମାନେ ଗଣ୍ୟମାନ୍ୟ ବୋଲି ଖ୍ୟାତ (ସେମାନେ କି ପ୍ରକାର ଲୋକ ଥିଲେ, ସେଥିରେ ମୋହର ଯାଏ ଆସେ ନାହିଁ; ଈଶ୍ବର ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ), ସେହି ଗଣ୍ୟମାନ୍ୟ ବ୍ୟକ୍ତିମାନେ ମୋତେ କିଛି ନୂଆ ଶିକ୍ଷା ଦେଲେ ନାହିଁ,
Gade chapit la Kopi