ଗାଲାତୀୟ 2:7 - ପବିତ୍ର ବାଇବଲ7 ଏହି ଲୋକମାନେ ଦେଖିଲେ ଯେ, ପରମେଶ୍ୱର ପିତରଙ୍କ ଭଳି ମୋତେ ଗୋଟିଏ ବିଶେଷ କାମ ଦେଇଛନ୍ତି। ପରମେଶ୍ୱର ଯିହୂଦୀମାନଙ୍କୁ ସୁସମାଗ୍ଭର କହିବା ପାଇଁ ପିତରଙ୍କୁ ନିଯୁକ୍ତ କରିଛନ୍ତି। କିନ୍ତୁ ପରମେଶ୍ୱର ମୋତେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର କହିବା କାମ ଦେଇଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)7 ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି, Gade chapit laଓଡିଆ ବାଇବେଲ7 ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିପ୍ରାପ୍ତମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିପ୍ରାପ୍ତମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି, Gade chapit laପବିତ୍ର ବାଇବଲ (CL) NT (BSI)7 ଅପର ପକ୍ଷରେ, ସେମାନେ ଦେଖିଥିଲେ ଯେ, ଈଶ୍ୱର ଯେଉଁପରି ଇହୁଦୀମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ଦାୟିତ୍ୱ ପିତରଙ୍କୁ ଦେଇଥିଲେ, ସେହିପରି ଅଣଇହୁଦୀମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ଦାୟିତ୍ୱ ମୋତେ ଦେଇଛନ୍ତି, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିପ୍ରାପ୍ତ ଯିହୁଦୀମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିପ୍ରାପ୍ତ ଅଣଯିହୁଦୀମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି, Gade chapit la |
ଯାକୁବ, ପିତର ଓ ଯୋହନ ନେତା ରୂପେ ପରିଗଣିତ ହେଉଥିଲେ। ସେମାନେ ଦେଖିଲେ ଯେ, ପରମେଶ୍ୱର ମୋତେ ଏହି ବିଶେଷ ଅନୁଗ୍ରହ ପ୍ରଦାନ କରିଛନ୍ତି। ସେଥିପାଇଁ ସେମାନେ ବର୍ଣ୍ଣବ୍ବା ଓ ମୋତେ ତାହାଙ୍କର ସହଭାଗୀତାର ଦକ୍ଷିଣହସ୍ତ ପ୍ରଦାନ କଲେ। ଯାକୁବ, ପିତର ଓ ଯୋହନ କହିଲେ, “ପାଉଲ ଓ ବର୍ଣ୍ଣବ୍ବା, ତୁମ୍ଭେମାନେ ଅଣଯିହୂଦୀମାନଙ୍କ ପାଖକୁ ଯିବା କଥାରେ ଆମ୍ଭେମାନେ ରାଜି ଅଛୁ। ମାତ୍ର ଆମ୍ଭେମାନେ ଯିହୂଦୀମାନଙ୍କ ପାଖକୁ ଯିବୁ।”
ଏହି ଯିହୂଦୀମାନେ ଯାହା ଯାହା କଲେ, ମୁଁ ଦେଖିଲି। ସେମାନେ ସୁସମାଗ୍ଭର ସତ୍ୟର ପାଳନ କରୁ ନ ଥିଲେ। ତେଣୁ ସମସ୍ତ ଅନ୍ୟ ଯିହୂଦୀମାନେ ଶୁଣି ପାରିବା ଭଳି ମୁଁ ପିତରଙ୍କୁ କହିଲି: “ପିତର! ତୁମ୍ଭେ ଜଣେ ଯିହୂଦୀ! କିନ୍ତୁ ତୁମ୍ଭେ ଜଣେ ଯିହୂଦୀଙ୍କ ଭଳି ଜୀବନଯାପନ କରୁ ନାହଁ। ତୁମ୍ଭେ ଅଣଯିହୂଦୀଙ୍କ ଭଳି ଜୀବନଯାପନ କରୁଛ। ଅତଏବ, ତୁମ୍ଭେ ଅଣଯିହୂଦୀମାନଙ୍କୁ, ଯିହୂଦୀଲୋକଙ୍କ ଭଳି ଜୀବନଯାପନ କରିବା ପାଇଁ କିପରି ବାଧ୍ୟ କରୁଛ?”