ଗାଲାତୀୟ 3:20 - ପବିତ୍ର ବାଇବଲ20 ଗୋଟିଏ ପଟ ଥିଲେ, ମଧ୍ୟସ୍ଥତା ଦରକାର ହୁଏ ନାହିଁ ଓ ପରମେଶ୍ୱର ହେଉଛନ୍ତି ମାତ୍ର ଜଣେ। Gade chapit laପବିତ୍ର ବାଇବଲ (Re-edited) - (BSI)20 ମଧ୍ୟସ୍ଥ ଗୋଟିଏ ପକ୍ଷର ପ୍ରତିନିଧି ନୁହନ୍ତି, କିନ୍ତୁ ଈଶ୍ଵର ଏକ। Gade chapit laଓଡିଆ ବାଇବେଲ20 ମଧ୍ୟସ୍ଥ ଗୋଟିଏ ପକ୍ଷର ପ୍ରତିନିଧି ନୁହଁନ୍ତି, କିନ୍ତୁ ଈଶ୍ୱର ଏକ । Gade chapit laପବିତ୍ର ବାଇବଲ (CL) NT (BSI)20 କିନ୍ତୁ ପ୍ରତିଜ୍ଞା ଦାନ ସହିତ କେବଳ ଗୋଟିଏ ପକ୍ଷ ସମ୍ପୃକ୍ତ ଥିଲେ। ସେ ହେଉଛନ୍ତି ସ୍ୱୟଂ ଈଶ୍ୱର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମଧ୍ୟସ୍ଥ ଗୋଟିଏ ପକ୍ଷର ପ୍ରତିନିଧି ନୁହଁନ୍ତି, କିନ୍ତୁ ଈଶ୍ବର ଏକ। Gade chapit la |