ଗାଲାତୀୟ 3:29 - ପବିତ୍ର ବାଇବଲ
29 ଯଦି ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କର ଅଟ, ତେବେ ସ୍ୱଭାବତଃ ତୁମ୍ଭେ ଅବ୍ରହାମଙ୍କ ବଂଶଜ ମଧ୍ୟ ଅଟ, ଓ ପରମେଶ୍ୱର ଅବ୍ରହାମଙ୍କୁ ଯେଉଁ ପ୍ରତିଶୃତି ଦେଇଥିଲେ, ସେହି ପ୍ରତିଶୃତିର ମଧ୍ୟ ତୁମ୍ଭେ ଉତ୍ତରାଧିକାରୀ ଅଟ।
Gade chapit la Kopi
29 ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ।
Gade chapit la Kopi
29 ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରାହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ ।
Gade chapit la Kopi
29 ତୁମ୍ଭେମାନେ ମଧ୍ୟ ଅବ୍ରହାମଙ୍କ ବଂଶଧର ଏବଂ ଈଶ୍ୱର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଲାଭ କରିବ।
Gade chapit la Kopi
29 ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ।
Gade chapit la Kopi