ଗାଲାତୀୟ 4:11 - ପବିତ୍ର ବାଇବଲ11 ତୁମ୍ଭମାନଙ୍କ ପାଇଁ ଯେଉଁସବୁ ଚେଷ୍ଟା ଓ କାମ କରିଛି, ତାହା କାଳେ ବିଫଳ ହୁଏ, ଏଥିପାଇଁ ମୁଁ ଡରୁଛି। Gade chapit laପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ଵନ୍ଧରେ ମୋହର ଏହି ଭୟ ହେଉଅଛି। Gade chapit laଓଡିଆ ବାଇବେଲ11 ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ବନ୍ଧରେ ମୋହର ଏହି ଭୟ ହେଉଅଛି। Gade chapit laପବିତ୍ର ବାଇବଲ (CL) NT (BSI)11 ମୁଁ ତୁମ୍ଭମାନଙ୍କ ପାଇଁ ବିଶେଷ ଚିନ୍ତିତ। ତୁମ୍ଭମାନଙ୍କ ପାଇଁ ମୋର ସମସ୍ତ କାର୍ଯ୍ୟ କ’ଣ ବ୍ୟର୍ଥ ହୋଇଅଛି? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ବନ୍ଧରେ ମୋହର ଏହି ଭୟ ହେଉଅଛି। Gade chapit la |
ଯିରୁଶାଲମ ଯିବା ପାଇଁ ପରମେଶ୍ୱର ମୋତେ ପ୍ରକାଶ କରିଥିବାରୁ ମୁଁ ସେଠାକୁ ଯାଇଥିଲି। ବିଶ୍ୱାସୀ ଲୋକମାନଙ୍କ ମଧ୍ୟରେ ଥିବା ନେତୃସ୍ଥାନୀୟ ଲୋକମାନଙ୍କ ପାଖକୁ ମୁଁ ଗଲି। ଯେତେବେଳେ ଆମ୍ଭେମାନେ ଏକାନ୍ତରେ ଥିଲୁ, ସେତେବେଳେ ସେମାନଙ୍କୁ ମୁଁ ପ୍ରଗ୍ଭର କରୁଥିବା ସୁସମାଗ୍ଭର ଶୁଣାଇଲି। ମୁଁ ଅଣଯିହୂଦୀମାନଙ୍କୁ ଆଗରୁ ଏହି ସୁସମାଗ୍ଭର ଶୁଣାଇ ସାରି ଥିଲି। ଏହା ଦ୍ୱାରା ମୁଁ ଇଚ୍ଛା କଲି ଯେ, ମୁଁ ଯେଉଁ କାମ ପୂର୍ବରୁ କରି ସାରିଥିଲି ଓ ଏବେ ଯାହା କରୁଛି, ଯେପରି ସେ ସବୁ ବିଫଳ ନ ହୁଏ।