Biblia Todo Logo
Bib sou entènèt

- Piblisite -




ଗାଲାତୀୟ 4:20 - ପବିତ୍ର ବାଇବଲ

20 ମୋର ଇଚ୍ଛା ହେଉଛି ମୁଁ ବର୍ତ୍ତମାନ ସେଠାରେ ତୁମ୍ଭମାନଙ୍କ ପାଖରେ ଥା’ନ୍ତି କି, ଯଦ୍ଦ୍ୱାରା ମୁଁ ତୁମ୍ଭମାନଙ୍କ ସହିତ ଭିନ୍ନ ପ୍ରକାରେ କଥା ହୋଇପାରନ୍ତି। କାରଣ ତୁମ୍ଭମାନଙ୍କ ବିଷୟରେ କ’ଣ କରାଯିବ, ମୁଁ କିଛି ଜାଣିପାରୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ମୁଁ ଯେପରି ବର୍ତ୍ତମାନ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ଅନ୍ୟ ଭାବରେ କଥା କହି ପାରନ୍ତି, ଏହା ମୋହର ଇଚ୍ଛା; କାରଣ ମୁଁ ତୁମ୍ଭମାନଙ୍କ ବିଷୟରେ ହତବୁଦ୍ଧି ହେଉଅଛି।

Gade chapit la Kopi

ଓଡିଆ ବାଇବେଲ

20 ମୁଁ ଯେପରି ବର୍ତ୍ତମାନ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ଅନ୍ୟ ଭାବରେ କଥା କହି ପାରନ୍ତି, ଏହା ମୋହର ଇଚ୍ଛା; କାରଣ ମୁଁ ତୁମ୍ଭମାନଙ୍କ ବିଷୟରେ ହତବୁଦ୍ଧି ହେଉଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ମୁଁ ବର୍ତ୍ତମାନ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ଥାଆନ୍ତି ବୋଲି ମୋର ଇଚ୍ଛା, ତା’ହେଲେ ହୁଏ ତ ତୁମ୍ଭମାନଙ୍କ ସମ୍ପର୍କରେ ମୋର ଅନ୍ୟ ପ୍ରକାର ଧାରଣା ହୋଇ ଥାଆନ୍ତା। ପ୍ରକୃତରେ ତୁମ୍ଭମାନଙ୍କ ନିମନ୍ତେ ମୁଁ ଅତ୍ୟନ୍ତ ଚିନ୍ତିତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମୁଁ ଯେପରି ବର୍ତ୍ତମାନ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ଅନ୍ୟ ଭାବରେ କଥା କହିପାରନ୍ତି, ଏହା ମୋହର ଇଚ୍ଛା; କାରଣ ମୁଁ ତୁମ୍ଭମାନଙ୍କ ବିଷୟରେ ହତବୁଦ୍ଧି ହେଉଅଛି।

Gade chapit la Kopi




ଗାଲାତୀୟ 4:20
5 Referans Kwoze  

ତୁମ୍ଭମାନଙ୍କ କାରଣରୁ ଆମ୍ଭ ପରମେଶ୍ୱରଙ୍କ ଆଗରେ ଆମ୍ଭର ମହାନ୍ ଆନନ୍ଦ। ଅତଏବ ତୁମ୍ଭମାନଙ୍କ ଲାଗି ଆମ୍ଭେ ପରମେଶ୍ୱରଙ୍କୁ ଧନ୍ୟବାଦ ଅର୍ପଣ କରୁଛୁ। କିନ୍ତୁ ଆମ୍ଭେ ଯେତେ ଆନନ୍ଦ ଅନୁଭବ କରୁଛୁ, ସେହି ଅନୁପାତରେ ଆମ୍ଭେ ତାଙ୍କୁ ଧନ୍ୟବାଦ ଦେଇ ପାରିବୁ ନାହିଁ।


ହେରୋଦ ଯୋହନଙ୍କୁ ମାରିବାକୁ ଭୟ କରୁଥିଲେ। ସେ ଜାଣି ଥିଲେ ଯେ ସମସ୍ତ ଲୋକ ଯୋହନଙ୍କୁ ଜଣେ ଭଲ ଓ ପବିତ୍ର ଲୋକ ଭାବୁଥିଲେ। ତେଣୁ ହେରୋଦ ଯୋହନଙ୍କୁ ରକ୍ଷା କରୁଥିଲେ। ଯୋହନଙ୍କ ଉପଦେଶ ଶୁଣିବାକୁ ହେରୋଦ ଖୁବ୍ ଭଲ ପାଉଥିଲେ। ତଥାପି ଯୋହନଙ୍କ ଉପଦେଶ ହେରୋଦଙ୍କୁ ସବୁବେଳେ ବିଚଳିତ କରୁଥିଲା।


ଆମ୍ଭ ଚତୁର୍ଦ୍ଦିଗରୁ ସମସ୍ୟା ଆମକୁ ଗ୍ଭପି ପକାଇଛି, କିନ୍ତୁ ଆମ୍ଭେ ହାରି ଯାଇ ନାହୁଁ। ଅନେକ ସମୟରେ କ’ଣ କରିବାକୁ ହେବ ତାହା ଆମ୍ଭେ ଜାଣି ପାରୁ ନାହୁଁ।


Swiv nou:

Piblisite


Piblisite