Biblia Todo Logo
Bib sou entènèt

- Piblisite -




ଗାଲାତୀୟ 4:27 - ପବିତ୍ର ବାଇବଲ

27 ଶାସ୍ତ୍ର କୁହେ: “ହେ ବନ୍ଧ୍ୟା! ଆନନ୍ଦିତ ହୁଅ, ତୁମ୍ଭେ କାହାରିକୁ ଜନ୍ମ ଦେଇ ନାହଁ; ଖୁବ୍ ଜୋର୍‌‌ରେ ହର୍ଷନାଦ କର, ତୁମ୍ଭେ ପ୍ରସବବେଦନା କେବେ ହେଲେ ଅନୁଭବ କରି ନାହଁ। ଯେଉଁ ସ୍ତ୍ରୀ ପରିତ୍ୟକ୍ତା, ତା'ର ଅଗଣିତ ସନ୍ତାନ ସଧବା (ପତିଥିବା) ସ୍ତ୍ରୀଠାରୁ ବେଶୀ ହେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଯେଣୁ ଲେଖାଅଛି, “ଆଗୋ ବନ୍ଧ୍ୟେ, ଅପ୍ରସୂତେ, ଆନନ୍ଦ କର, ଆଗୋ ପ୍ରସବବେଦନା ରହିତେ, ଉଚ୍ଚ ସ୍ଵରରେ ଜୟଧ୍ଵନୀ କର; କାରଣ ସଧବାର ସନ୍ତାନଠାରୁ ଅନାଥାର ସନ୍ତାନ ଅଧିକ।”

Gade chapit la Kopi

ଓଡିଆ ବାଇବେଲ

27 ଯେଣୁ ଲେଖା ଅଛି, "ଆଗୋ ବନ୍ଧ୍ୟେ, ଅପ୍ରସୂତେ, ଆନନ୍ଦ କର, ଆଗୋ ପ୍ରସବବେଦନା ରହିତେ, ଉଚ୍ଚସ୍ୱରରେ ଜୟଧ୍ୱନି କର; କାରଣ ସଧବାର ସନ୍ତାନଠାରୁ ଅନାଥର ସନ୍ତାନ ଅଧିକ ।''

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 କାରଣ ଶାସ୍ତ୍ରରେ ଲେଖାଅଛି, “ଆଗୋ ବନ୍ଧ୍ୟା ନାରୀ, ତୁମେ ଆନନ୍ଦ କର; କେବେ ପ୍ରସବ ବେଦନା ଅନୁଭବ କରି ନ ଥିଲେ ହେଁ, ଆନନ୍ଦ ଧ୍ୱନି କର। କାରଣ ସ୍ୱାମୀ ସହିତ ବାସ କରୁଥିବା ନାରୀ ଅପେକ୍ଷା ଜଣେ ପରିତ୍ୟକ୍ତା ନାରୀର ସନ୍ତାନମାନଙ୍କ ସଂଖ୍ୟା ଅଧିକ ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଯେଣୁ ଲେଖାଅଛି, “ଆଗୋ ବନ୍ଧ୍ୟେ, ଅପ୍ରସୂତେ, ଆନନ୍ଦ କର, ଆଗୋ ପ୍ରସବବେଦନା ରହିତେ, ଉଚ୍ଚସ୍ୱରରେ ଜୟଧ୍ୱନି କର; କାରଣ ସଧବାର ସନ୍ତାନଠାରୁ ଅନାଥର ସନ୍ତାନ ଅଧିକ।”

Gade chapit la Kopi




ଗାଲାତୀୟ 4:27
9 Referans Kwoze  

ଜଣେ ସ୍ତ୍ରୀ ବନ୍ଧ୍ୟା ହୋଇପାରେ। କିନ୍ତୁ ପରମେଶ୍ୱର ତା’ କୋଳରେ ସନ୍ତାନ ଦେଇ ତାକୁ ଖୁସୀ କରାନ୍ତି। ସଦାପ୍ରଭୁଙ୍କର ପ୍ରଶଂସା କର!


ଯେଉଁମାନେ, ବେଶି ଖାଦ୍ୟ ଖାଉଥିଲେ, ବର୍ତ୍ତମାନ ନିଶ୍ଚୟ କଠିନ ପରିଶ୍ରମ କରିବେ। ଖାଦ୍ୟ ଅଭାବରୁ ଯେଉଁମାନେ କ୍ଷୁଧାର୍ତ୍ତ ଥିଲେ, ସେମାନେ ଖାଦ୍ୟ ପାଇ ଅଛନ୍ତି। ବନ୍ଧ୍ୟା ସପ୍ତ ସନ୍ତାନ ପ୍ରସବ କରିଅଛି ଓ ସ୍ତ୍ରୀଲୋକଟି ଯାହାର ବହୁତ ସନ୍ତାନ ଥିଲା ସେ ଦୁଃଖିତା ହୋଇଅଛି।


ଯଦି ଜଣେ ବିଧବା ପ୍ରକୃତରେ ଏକୁଟିଆ ଓ ନିରାଶାରେ ରହିଥାଏ, ତା'ହେଲେ ସେ ତା’ ପ୍ରତି ପରମେଶ୍ୱରଙ୍କର ସାହାଯ୍ୟ ଉପରେ ଭରସା କରେ। ସେହି ବିଧବାଟି ରାତିଦିନ ପରମେଶ୍ୱରଙ୍କୁ ପ୍ରାର୍ଥନା କରେ, ତାହାଙ୍କ ସାହାଯ୍ୟ ପାଇଁ ଅନୁରୋଧ କରେ।


ସେତେବେଳେ ତୁମ୍ଭେ ମନେ ମନେ କହିବ, ‘ମୋର ସନ୍ତାନଗଣ ଅପହୃତ ହୋଇଅଛନ୍ତି, ମୁଁ ଏକାକିନୀ ନିର୍ବାସିତା ହୋଇ ଏଣେ ତେଣେ ଭ୍ରମଣ କରୁଅଛି। ମୋର ଏ ସମସ୍ତଙ୍କୁ କିଏ ଜନ୍ମ ଦେଇଛନ୍ତି? କିଏ ଏମାନଙ୍କୁ ପ୍ରତିପାଳନ କରିଅଛି? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି, ଏମାନେ କେଉଁଠାରେ ଥିଲେ?’”


ତୁମ୍ଭ ସହିତ ତୁମ୍ଭର ଭାଇ ଅମ୍ନୋନ ଅଛି କି? “ସେ ତୁମ୍ଭକୁ ଆଘାତ କଲା କି? ଭଉଣୀ, ଏବେ ତୁନି ହୁଅ, ସେ ତୁମ୍ଭର ଭାଇ, ଏ ବିଷୟରେ ଚିନ୍ତା କରି ବ୍ୟତିବ୍ୟସ୍ତ ହୁଅ ନାହିଁ।” ଏହା ପରେ ସେ ନିଜର ସହୋଦର ଅବଶାଲୋମର ଗୃହରେ ରହିଲା। ଏବଂ ସେ କିଛି କହିଲା ନାହିଁ। ସେ ସେଠାରେ ବାସ କଲା ଓ ଏକାକୀ ଥିଲା ଓ ଉଦାସ ଥିଲା।


ମୋ’ ପ୍ରିୟ ସନ୍ତାନଗଣ! ମୁଁ ତୁମ୍ଭମାନଙ୍କ ପାଇଁ ପୁଣି ଥରେ ଜଣେ ମା’ ପରି ପ୍ରସବବେଦନା ଅନୁଭବ କରୁଛି ଓ ତୁମ୍ଭେମାନେ ଯେପର୍ଯ୍ୟନ୍ତ ପ୍ରକୃତରେ ଖ୍ରୀଷ୍ଟ ଯୀଶୁଙ୍କ ଭଳି ନ ହୋଇଛ, ସେପର୍ଯ୍ୟନ୍ତ ମୁଁ ଏପ୍ରକାର କଷ୍ଟ ଅନୁଭବ କରୁଥିବି।


Swiv nou:

Piblisite


Piblisite