ଗାଲାତୀୟ 4:3 - ପବିତ୍ର ବାଇବଲ3 ଠିକ୍ ସେହିପରି ଆମ୍ଭେମାନେ ଶିଶୁଥିବା ସମୟରେ ଆମ୍ଭେ ମଧ୍ୟ ସଂସାରର ଅନୁପଯୋଗୀ ନୀତିନିୟମଗୁଡ଼ିକର ଦାସ ଥିଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)3 ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ପ୍ରାଥମିକ ବିଷୟଗୁଡ଼ାକର ଦାସ ଥିଲୁ; Gade chapit laଓଡିଆ ବାଇବେଲ3 ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ପ୍ରାଥମିକ ବିଷୟଗୁଡ଼ାକର ଦାସ ଥିଲୁ Gade chapit laପବିତ୍ର ବାଇବଲ (CL) NT (BSI)3 ଠିକ୍ ସେହିପରି ଆମେ ମଧ୍ୟ ଆଧ୍ୟାତ୍ମିକଭାବେ ପ୍ରାପ୍ତବୟସ୍କ ହେବା ପୂର୍ବରୁ, ବିଶ୍ୱ ଉପରେ କର୍ତ୍ତୃତ୍ୱ କରୁଥିବା ଶକ୍ତିମାନଙ୍କର ଦାସ ଥିଲୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ମୌଳିକ ବିଷୟଗୁଡ଼ାକର ଦାସ ଥିଲୁ Gade chapit la |
ତା'ହେଲେ ବ୍ୟବସ୍ଥାର ପ୍ରୟୋଜନ କ’ଣ? ଲୋକମାନଙ୍କ ଭୂଲ୍ କାମଗୁଡ଼ିକୁ ଦେଖାଇବା ଲାଗି ବ୍ୟବସ୍ଥାକୁ ପ୍ରତିଜ୍ଞା ସହିତ ଯୋଗ କରାଯାଇଥିଲା। ଅବ୍ରହାମଙ୍କ ବିଶେଷ ସନ୍ତାନଙ୍କ ଆସିବା ପର୍ଯ୍ୟନ୍ତ ବ୍ୟବସ୍ଥା ଜାରି ରହିବାର ଥିଲା। ପରମେଶ୍ୱରଙ୍କ ପ୍ରତିଶୃତି ଏହି ସନ୍ତାନଙ୍କ ସମ୍ବନ୍ଧରେ ଥିଲା। ବ୍ୟବସ୍ଥାଗୁଡ଼ିକ ସ୍ୱର୍ଗଦୂତମାନଙ୍କ ଜରିଆରେ ଦିଆଯାଇଥିଲା। ସ୍ୱର୍ଗଦୂତମାନେ ମୋଶାଙ୍କ ମଧ୍ୟସ୍ଥତାରେ ମନୁଷ୍ୟମାନଙ୍କୁ ଦେଲେ।
ବର୍ତ୍ତମାନ ପର୍ଯ୍ୟନ୍ତ ଯେତିକି ସମୟ ଅତିବାହିତ ହୋଇ ଗଲାଣି, ତୁମ୍ଭେମାନେ ଉପଦେଶକ ହୋଇ ସାରନ୍ତଣି। କିନ୍ତୁ ଯାହା ଜଣା ପଡ଼େ, ପରମେଶ୍ୱରଙ୍କ ଶିକ୍ଷାର ପ୍ରାଥମିକ ମୌଳିକ ପାଠଗୁଡ଼ିକୁ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ଜଣେ ଲୋକ ଦରକାର। ଶିଶୁମାନଙ୍କୁ କ୍ଷୀର ଦରକାର ହେଲା ଭଳି, ତୁମ୍ଭେମାନେ ଏବେ ମଧ୍ୟ ପ୍ରାରମ୍ଭିକ ଶିକ୍ଷା କରୁଛ। ତୁମ୍ଭେମାନେ କଠିନ ଆହାର ଖାଇବା ପାଇଁ ପ୍ରସ୍ତୁତ ହୋଇ ନାହଁ।