Biblia Todo Logo
Bib sou entènèt

- Piblisite -




ଗାଲାତୀୟ 5:26 - ପବିତ୍ର ବାଇବଲ

26 ଆମ୍ଭେ ବୃଥାଭିମାନୀ ହେବା ନାହିଁ। ଏକଆରେକକୁ ଅସୁବିଧାରେ ପକାଇବା ନାହିଁ ଏବଂ ଆମ୍ଭେ ପରସ୍ପରକୁ ଈର୍ଷା କରିବା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ।

Gade chapit la Kopi

ଓଡିଆ ବାଇବେଲ

26 ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ତେଣୁ ଗର୍ବ କରିବା ବା ଅନ୍ୟମାନଙ୍କୁ ବିରକ୍ତ କରିବା ବା କାହାକୁ ଈର୍ଷା କରିବା ଆମର ଉଚିତ ନୁହେଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ।

Gade chapit la Kopi




ଗାଲାତୀୟ 5:26
8 Referans Kwoze  

କିନ୍ତୁ ଏବେ ତୁମ୍ଭେ ଅହଂକାର କରି ଗର୍ବ କରୁଛ। ଏହି ପ୍ରକାର ଅହଂକାର କରିବା ଅନୁଚିତ୍ ଅଟେ।


ଯଦି ତୁମ୍ଭେ ଏକଆରେକକୁ ଆଘାତ ପ୍ରଦାନ କରୁଥାଅ, ଓ ତଦ୍ଦ୍ୱାରା ପରସ୍ପରକୁ ଗ୍ରାସ କରି ଗ୍ଭଲ, ତା'ହେଲେ ତୁମ୍ଭେମାନେ ନିଜେ ନିଜେ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇ ଯିବ। ତେଣୁ ସାବଧାନ ରୁହ।


ତେଣୁ ଗଛ ଲଗେଇଥିବା ବା ପାଣି ଦେଇଥିବା କେହି ନୁହେଁ, କିନ୍ତୁ ଗଛକୁ ବଢ଼ାଉଥିବା ପରମେଶ୍ୱର କେବଳ ପ୍ରଧାନ ଅଟନ୍ତି।


“ତେଣୁ ଯେତେବେଳେ ଜଣେ ଲୋକ ତୁମ୍ଭକୁ ନିମନ୍ତ୍ରଣ କରିଛି, ତୁମ୍ଭେ ଗୋଟିଏ ନିମ୍ନତମ ଆସନରେ ବସ। ସେତେବେଳେ ତୁମ୍ଭକୁ ନିମନ୍ତ୍ରଣ କରିଥିବା ଲୋକଟି ଆସି ତୁମ୍ଭକୁ କହିବ, ‘ବନ୍ଧୁ, ତୁମ୍ଭେ ଏଠାରେ ନ ବସି ଟିକିଏ ଆଗକୁ ଆସି ଏ ଭଲ ଆସନରେ ବସ।’ ସେତେବେଳେ ଅନ୍ୟ ନିମନ୍ତ୍ରିତ ଅତିଥିମାନେ ତୁମ୍ଭକୁ ସମ୍ମାନ କରିବେ।


ଯୁବକଗଣ, ତୁମ୍ଭମାନଙ୍କୁ ମୋର କିଛି କଥା ମଧ୍ୟ କହିବାକୁ ଅଛି। ତୁମ୍ଭେ ବୟୋଜ୍ୟେଷ୍ଠମାନଙ୍କ କଥା ମାନିବା ଉଚିତ୍। ପରସ୍ପର ପ୍ରତି ବିନମ୍ର ଭାବ ରଖିବା ଉଚିତ୍। “ପରମେଶ୍ୱର ଗର୍ବୀ ଲୋକଙ୍କ ବିରୁଦ୍ଧରେ ଉଠନ୍ତି, କିନ୍ତୁ ବିନମ୍ର ଲୋକଙ୍କୁ ଅନୁଗ୍ରହ କରନ୍ତି।”


ମୁଁ ଯେତେବେଳେ ସେଠାରେ ସୁସମାଗ୍ଭର ପ୍ରଗ୍ଭର ଆରମ୍ଭ କଲି, ସେତେବେଳେ ତୁମ୍ଭେ ଫିଲି‌ପ୍‌ପୀବାସୀ, ତାହା ମନେ ରଖିଛ। ମୁଁ ଯେତେବେଳେ ମାକିଦନିଆ ଛାଡ଼ିଲି, ସେତେବେଳେ କେବଳ ତୁମ୍ଭର ମଣ୍ଡଳୀ ମୋତେ ସାହାଯ୍ୟ ଦେଇଥିଲା।


Swiv nou:

Piblisite


Piblisite