ଗାଲାତୀୟ 6:10 - ପବିତ୍ର ବାଇବଲ10 ତେଣୁ ଯେତେବେଳେ ଆମ୍ଭେ କାହାର ଉପକାର କରିବା ନିମନ୍ତେ ସୁଯୋଗ ପାଉ, ଆମ୍ଭେ ଅବଶ୍ୟ ତାହା କରିବା ଉଚିତ୍। କିନ୍ତୁ ଯେଉଁମାନେ ମଣ୍ଡଳୀଭୁକ୍ତ ବିଶ୍ୱାସୀ ଅଟନ୍ତି, ସେମାନଙ୍କ ପ୍ରତି ଆମ୍ଭକୁ ବିଶେଷ ଧ୍ୟାନ ଦେବାକୁ ପଡ଼ିବ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ଵାସୀ ସମସ୍ତଙ୍କର ମଙ୍ଗଳ କରୁ। Gade chapit laଓଡିଆ ବାଇବେଲ10 ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ । Gade chapit laପବିତ୍ର ବାଇବଲ (CL) NT (BSI)10 ତେଣୁ ଯେତେ ଥର ସୁଯୋଗ ପାଉଛୁ, ସବୁବେଳେ ସମସ୍ତଙ୍କର, ବିଶେଷରେ ଯେଉଁମାନେ ଆମ ବିଶ୍ୱାସୀ ପରିବାରଭୁକ୍ତ, ସେମାନଙ୍କର ମଙ୍ଗଳ କରିବା ଆମର ଉଚିତ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ। Gade chapit la |
ମୁଁ ସେଠାରୁ ଆସିଲେ, ଦିୟତ୍ରିଫାର କାର୍ଯ୍ୟ ବିଷୟରେ କଥାବାର୍ତ୍ତା କରିବି। ସେ ଆମ୍ଭମାନଙ୍କ ବିଷୟରେ ମିଥ୍ୟା ଓ ମନ୍ଦ କଥାମାନ କହୁଛି। ଏହାଛଡ଼ା, ସେ ଖ୍ରୀଷ୍ଟଙ୍କ ପାଇଁ ସେବା କରୁଥିବା ଭାଇମାନଙ୍କୁ ମଧ୍ୟ ସାହାଯ୍ୟ କରୁ ନାହିଁ। ଯେଉଁମାନେ ସେହି ଭାଇମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହାନ୍ତି, ସେମାନଙ୍କୁ ମଧ୍ୟ ସେ ମନା କରୁଛି। ସେ ସେମାନଙ୍କୁ ମଣ୍ଡଳୀରୁ ବାହାର କରିଦିଏ।